ଜଙ୍ଗଲରେ ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

ବାରିପଦା ଅଫିସ,୧୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ମୋରଡ଼ା ସେକ୍ସନ ଅଧୀନ ବାଘାଝରଣ ସଂରକ୍ଷିତ ଜଙ୍ଗଲରେ ସୋମବାର ଏକ ହାତୀର ମୃତ୍ୟୁ ଘଟିଛି। ଖବରପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛ। ପ୍ରାଣୀ ବିଶେଷଜ୍ଞମାନେ ପହଞ୍ଚି ଅନୁଧ୍ୟାନ ଜାରି ରଖିବା ସହ ବ୍ୟବଚ୍ଛେଦ କରିଛନ୍ତି। ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ବିଭାଗ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

Weight Loss Tips: ରାତିରେ ଖାଆନ୍ତୁ ଏହି ୫ ଜିନିଷ, ଶୀଘ୍ର କମିଯିବ ପେଟର ଚର୍ବି

ଆଜିର ଦ୍ରୁତ ଗତି ଜୀବନରେ, କାମର ଚାପ ଏବଂ ପରିବର୍ତ୍ତନଶୀଳ ଅଭ୍ୟାସ ସିଧାସଳଖ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ସମୟ ଅଭାବରୁ ଲୋକମାନେ ସଠିକ ସମୟରେ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri