ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର ଘଟଣା: ଗୁଆଲି ଫରେଷ୍ଟର, ଫରେଷ୍ଟଗାର୍ଡ ନିଲମ୍ବିତ

କେନ୍ଦୁଝର,୧୧ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଗୁଆଲି ସେକ୍ସନ ସିଦ୍ଧମଠ ସଂରକ୍ଷିତ ଜଙ୍ଗଲ ଚୋରମାଲଦା ନିକଟରୁ ଏକ ୪ ବର୍ଷର ହାତୀଛୁଆର ଗଳିତ ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଗୁଆଲି ଫରେଷ୍ଟର ବିଦ୍ୟାଧର ବେହେରା ଏବଂ ରୁଗୁଡି ଫରେଷ୍ଟଗାର୍ଡ ସରୋଜ ନାୟକଙ୍କୁ କେନ୍ଦୁଝର ଡିଏଫ୍‌ଓ ନିଲମ୍ବିତ କରିଛନ୍ତି।
ହାତୀ ଶାବକର ମୃତ୍ୟୁ ହେବା ନେଇ ବିଳମ୍ବରେ ଜାଣିବା ଏବଂ ଦାୟିତ୍ୱରେ ଅବହେଳା ପାଇଁ ନିଲମ୍ବନ କରାଯାଇଥିବା ଡିଏଫ୍‌ଓ ସନ୍ତୋଷ ଯୋଶୀ ସୂଚନା ଦେଇଛନ୍ତି। ୧୫ ଦିନ ପୂର୍ବେ ଛୁଆ ହାତୀର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ହାତୀଛୁଆଟି ମରି ସମ୍ପୂର୍ଣ୍ଣ ପଚିଯାଇଥିବାବେଳେ ପାଟ୍ରୋଲିଂ କରୁଥିବା ବନ କର୍ମଚାରୀ କିପରି ଜାଣିପାରିଲେ ନାହିଁ ସେନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବ୍ୟବସାୟୀ ପାର୍ଥ ରାଉତଙ୍କ ଅକାଳ ବିୟୋଗ: ହାଟଡିହୀରେ ଶୋକର ଛାୟା, ବୈତରଣୀ କୂଳରେ…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦି ଛକର ଯୁବ ବ୍ୟବସାୟୀ ତଥା ବଞ୍ଚୋ ପଞ୍ଚାୟତର ସରପଞ୍ଚ ପ୍ରଶାନ୍ତ ରାଉତଙ୍କ ସାନଭାଇ ସୁଶାନ୍ତ ରାଉତ…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri