ବିଦ୍ୟୁତ ଆଘାତରେ ମାଈହାତୀ ମୃତ

ଢେଙ୍କାନାଳ ଅଫିସ,୧।୬: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ସଦର ରେଞ୍ଜ ବୋରାପଦା ଖମାର ନିକଟସ୍ଥ ଏକ ଇଟାଭାଟି ନିକଟରେ ଥିବା କାଜୁ ବଗିଚା ପରିସରରେ ଗୁରୁବାର ଏକ ମାଈହାତୀର ମୃତଦେହ ପଡିଥିବା ଦେଖାଯାଇଛି। ବିଦ୍ୟୁତ ଆଘାତରେ ହାତୀଟିର ମୃତ୍ୟୁ ହୋଇଥିବା ବନବିଭାଗ ସୂତ୍ରରୁ କୁହାଯାଇଛି। ହାତୀଟିର ବୟସ ଅନୁମାନିକ ୧୫ରୁ ୧୭ବର୍ଷ ମଧ୍ୟରେ ହେବ। ଜନ୍ତୁ ଶିକାର କିମ୍ବା ବଗିଚାରେ ହାତୀ ଉପଦ୍ରବକୁ ନେଇ ବିଦ୍ୟୁତ ତାର ସଂଯୋଗ ହୋଇଥିବା ବନବିଭାଗ ପକ୍ଷରୁ ସନ୍ଦେହ କରାଯାଉଛି। ଏହାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଖବରପାଇ ଜିଲା ବନଖଣ୍ଡ ଅଧିକାରୀ ସୁମିତ କୁମାର କର ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏହାର ନିକଟରେ ଆଉ ପ୍ରାୟ ୧୫ଟି ହାତୀ ଥିବା ଜଣାପଡିଛି । ହାତୀପଲଙ୍କ ରଡିରେ ଉକ୍ତ ଅଞ୍ଚଳ ପ୍ରକମ୍ପିତ ହେଉଛି । ତଦନ୍ତ ପରେ କିଭଳି ବିଦ୍ୟୁତ ସ୍ପର୍ଶରେ ହାତୀଟି ମୃତ୍ୟୁ ହୋଇଛି ତାହା ଜଣାପଡିବ ବୋଲି ବିଭୁଦାନନ୍ଦ ମିଶ୍ରଙ୍କ ସୂଚନାରୁ ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟନ ମାନଚିତ୍ରରେ ସାମିଲ ହେଲା ବରଗଡ଼ ଜିଲାର ଏହି ପର୍ଯ୍ୟଟନ କ୍ଷେତ୍ର

ବରଗଡ଼,୨୩ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ୨ ଶୈବପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କେନ୍ଦ୍ରର ମାନ୍ୟତା ଦେଇଛନ୍ତି। ସେଗୁଡ଼ିକ ହେଲା, ପଶ୍ଚିମ ଓଡ଼ିଶାର ଅଷ୍ଟଶମ୍ଭୁ ପୀଠ ମଧ୍ୟରେ ଅନ୍ୟତମ…

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ…

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri