ଗାଁ ଛାଡୁ ନାହାନ୍ତି ହାତୀପଲ

ପାରଳାଖେମୁଣ୍ଡି, ୧୭ା୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଖଣ୍ଡାବା ପଞ୍ଚାୟତ ଗୌରୀଗୁଡା ଗ୍ରାମରେ କିଛି ଦିନ ହେଲା ଏକ ୪ଟିକିଆ ହାତୀପଲ ପଶି ଫସଲ ନଷ୍ଟ କରୁଥିବା ଅଭିଯୋଗ ହୋଇଛି।

ହାତୀପଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ରହି ରାତିରେ ଗାଁକୁ ଆସି ଚାଷୀଙ୍କ ଫସଲ ନଷ୍ଟ କରୁଥିବା ଜଣାପଡିଛି। ଖବର ପାଇ ରେଞ୍ଜର ପ୍ରଦୀପ ଆଚାର୍ଯ୍ୟ ଓ ହାତୀ ସୁରକ୍ଷା ବାହିନୀର ଫରେଷ୍ଟର ବଳରାମ ଶବର, ପ୍ରମିତା ଜେନା, ଦୁର୍ଯ୍ୟୋଧନ ଜେନା, ଜୟଦେବ ସାହୁ, ପୂର୍ଣ୍ଣିମା ବେହେରା ପହଞ୍ଚି ହାତୀ ଉପଦ୍ରବ କରୁଥିବା ସ୍ଥାନରେ କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି।

ଚଳିତବର୍ଷ ଲଘୁଚାପଜନିତ ବର୍ଷା ଯୋଗୁ ବ୍ଲକର ବହୁ ଚାଷ ଜମି ପାଣି ଘେରରେ ରହି ଫସଲ ନଷ୍ଟ ହୋଇଥିଲା। ଏବେ ହାତୀ ଉପଦ୍ରବ ଚାଷୀଙ୍କୁ ଚିନ୍ତାରେ ପକାଇଛି। ହାତୀ ପଲ ଧାନ କ୍ଷେତ ନଷ୍ଟ କରିଥିବା ଖବର ପାଇ ଘଟଣା ସ୍ଥଳରେ ଏସିଏଫ୍‌ଓ ସାଇନଶ୍ରୀ ଦାସ ପହଞ୍ଚତ୍ କ୍ଷୟକ୍ଷତି ଆକଳନ କରି ଆବଶ୍ୟକ ପଦକ୍ଷେପ ନେବେ ବୋଲି ଚାଷୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ

ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା…

ଲଢୁ ଲଢୁ ବିତିଗଲାଣି ୧୭ ଦିନ, ହେଲେ କିଛି ବି କରିପାରିଲେ ନାହିଁ ଟ୍ରମ୍ପ, ବିଶେଷଜ୍ଞ କହିଲେ ଇରାନ ପାଖରେ ବି ରହିଛି ବାଜି….

ଓ୍ବାଶିଂଟନ,୧୭।୩: ଯୁକ୍ତରାଷ୍ଟ୍ର ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ଯୁଦ୍ଧ ଆରମ୍ଭ କରିବାର ୧୭ ଦିନ ବିତିଗଲାଣି, ତଥାପି ଏକ ନର୍ଣ୍ଣାୟକ ଫଳାଫଳ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏବେ…

ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ…

ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ହେଲା ପେଟ୍ରୋଲ-ଡିଜେଲ ଦାମ୍

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ପୁଣି ଥରେ ବୃଦ୍ଧି ପାଇଛି। ୧୭ ମାର୍ଚ୍ଚ ମଙ୍ଗଳବାର ଦିନ, ଅଶୋଧିତ ତୈଳ…

LPG ସଙ୍କଟ ଭିତରେ ଆସିଲା ଖୁସିଖବର: ଆଜି ଭାରତରେ ପହଞ୍ଚିବ ଏତିକି ମେଟ୍ରିକ ଟନ୍‌ ଗ୍ୟାସ

ନୂଆଦିଲ୍ଲୀ,୧୭।୩: ଦେଶରେ ବଢ଼ି ଚାଲିଥିବା ଏଲପିଜି ସଙ୍କଟ ମଧ୍ୟରେ ଆଶ୍ୱସ୍ତିର ଖବର ଆସିଛି। ଇରାନ ସରକାରଙ୍କ ସ୍ବତନ୍ତ୍ର ଅନୁମତି ପରେ, ଭାରତୀୟ ଜାହାଜ ପାଇଁ ପଥ ପରିଷ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri