ଖମନଖୋଲରେ ହାତୀପଲ, ଅଞ୍ଚଳବାସୀ ଭୟଭୀତ

ବାଲିଗୁଡ଼ା,୧୭ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନାଞ୍ଚଳର ଖମଣଖୋଲ ଅଞ୍ଚଳରେ ଗୁରୁବାରଠାରୁ ଆଠଟିକିଆ ହାତୀପଲ ପଶି ଆସିଛନ୍ତି। ପଡ଼ୋଶୀ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳରୁ ଏହି ହାତୀପଲ କନ୍ଧମାଳ ସିମାନ୍ତ ଖମଣଖୋଲ ଅଞ୍ଚଳକୁ ପଶି ଆସିଥିବା ଜଣାପଡ଼ିଛି। ସେପଟେ ହାତୀପଲକୁ ଟ୍ରାକ୍‌ କରିବା ସହ ଘଉଡ଼ାଇବାକୁ ଫରେଷ୍ଟର ଗିରିଶ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ଉଦ୍ୟମ ଜାରି ରଖିଛନ୍ତ। ଏହି ହାତୀପଲରେ ଗୋଟିଏ ଦନ୍ତା ସମେତ ପାଞ୍ଚୋଟି ମାଈ ହାତୀର ଦୁଇଟି ଛୁଆ ହାତୀ ଥିବା ବେଳେ ଗତକାଲି ଏହି ହାତୀପଲ ବୌଦ୍ଧ ଜିଲା କଣ୍ଟାମାଳ ବନାଞ୍ଚଳର ନାରାୟଣ ପ୍ରସାଦ ଅଞ୍ଚଳର ଲାଦେନ ଗାଁରୁ ଆସି ବାଲିଗୁଡ଼ା ବନାଞ୍ଚଳର ମୁଠାବାଲି ଦେଇ ଖମଣଖୋଲ ନିକଟସ୍ଥ ଦାରାସିଂ ଜଙ୍ଗଲରେ ରହିବାପରେ ସେଠାରୁ ଯାଇ ବର୍ତ୍ତମାନ କଳାହାଣ୍ଡି ସୀମାନ୍ତ ସଂରକ୍ଷିତ ଜଙ୍ଗଲରେ ଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅନ୍ୟପଟେ ହାତୀକୁ ନେଇ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ତେବେ ଭୟଭୀତ ନ ହେବା ପାଇଁ ଅଞ୍ଚଳବାସୀଙ୍କୁ ସଚେତନ କରାଇବା ସହ ହାତୀପଲର ଗତିବିଧି ଉପରେ ତୀକ୍ଷ୍ମ ନଜର ରଖିଛି ବନ ବିଭାଗ। ସେପଟେ ଘଟଣାସ୍ଥଳରେ ବାଲିଗୁଡ଼ା ଡିଏଫଓ ବିଶ୍ବରାଜ ପଣ୍ଡା ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri