Posted inଫୁରସତ

ଜିପ୍‌ ଆଗକୁ ଆକ୍ରମଣ ମୋଡ୍‌ରେ ଆସୁଥିଲା ହାତୀ, ଡ୍ରାଇଭର ଯାହାକଲେ… 

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହେଉଛି। ସେଥିରୁ  କେତେକ ଭିଡିଓ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ  କରିପକାଏ। ବର୍ତ୍ତମାନ ଭାଇରାଲ  ହେଉଥିବା ଭିଡିଓରେ  ଜଙ୍ଗଲ ସଫାରି  ଦେଖିବାକୁ ମିଳିଛି। ବେଳେ ବେଳେ ଜଙ୍ଗଲ ସଫାରି ଉତ୍ସାହପୂର୍ଣ୍ଣ ହୋଇଥିବା ବେଳେ ଏହାର ଅନୁଭୂତି ବହୁତ ଖରାପ ହୋଇଥାଏ।
ଜିପ୍‌ରେ ଜଙ୍ଗଲ ସଫାରି କରିବା ବେଳେ  ହାତୀ ରାସ୍ତା  ଅଟକାଇଥିଲା। ମାତ୍ର ଉକ୍ତ ଜିପ୍‌ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧିଯୋଗୁ  ହାତୀ ରାସ୍ତାରୁ ହଟି ଯାଇଥିଲା।  ଯାହାକୁ ନେଇ ଚର୍ଚ୍ଚା  ବଢ଼ିଛି।
ଭାଇରାଲ ଭିଡିଓରେ ଦେଖିବାକୁ ମିଳୁଛିଯେ,  ଜଙ୍ଗଲ ସଫାରି ଉପଭୋଗ କରୁଥିବା ପର୍ଯ୍ୟଟକଙ୍କ ଜିପ ଧୀରେ ଧୀରେ ଗତି କରୁଛି। ଏହି ସମୟରେ  ହାତୀପଲ ଗାଡି ଆଗକୁ ଚାଲି ଆସୁଛନ୍ତି। ସମାନଙ୍କ ମଧ୍ୟରୁ ଜଣେ ଆକ୍ରମଣ ମୋଡ୍‌ରେ ଜିପ ଆଡକୁ  ଦୌଡୁଥିବା ଦେଖିବାକୁ ମିଳୁଛି। ତେବେ ଡ୍ରାଇଭର ଗାଡିିକୁ ପଛକୁ ନେବା ପରିବର୍ତ୍ତେ ବାହାରକୁ ଆସି ଜିପ୍‌ର ବନେଟ ବଜେଇବା ଆରମ୍ଭ କରୁଛନ୍ତି। ମାତ୍ର ଯେତେବେଳେ ହାତୀ ଅଧିକ ଯୋରରେ ଆସିବାକୁ ଲାଗୁଛି ସେ ହାତୀକୁ ଟ୍ରାଫିକ୍‌ ପୋଲିସ ପରି ହାତ ଦେଖାଇ ଷ୍ଟପ୍‌ ନିର୍ଦ୍ଦେଶ ଦେଉଛନ୍ତି। ପରେ ହାତୀଟି ଫେରିଯାଉଛି।  ଏହି ଭିଡିଓଟି ଇନଷ୍ଟାଗ୍ରାମରେ @ ୱାଇଲ୍ଡଟ୍ରାଏଲ.ଇନରେ ଫେବୃଆରୀ ୬ରେ ପୋଷ୍ଟ କରାଯାଇଥିଲା। ଏହା ବର୍ତ୍ତମାନ ଭାଇରାଲ ହେଉଛି।

 

View this post on Instagram

 

A post shared by WildTrails.in (@wildtrails.in)


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?