ହାତୀ ଦାନ୍ତ ଜବତ, ଶିକାରୀ ଗିରଫ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଅନୁଗୋଳ ବନବିଭାଗ ସହାୟତାରେ ଚଢ଼ାଉ କରି ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅନୁଗୋଳ ଜିଲା ଠାକୁରଗଡ଼ ଥାନା ରାଣିବନ୍ଧ ଗ୍ରାମର ସୁଦର ନାୟକ। ତାଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଜବତ ହୋଇଛି। ତେବେ ଅଭିଯୁକ୍ତ ଜଣଙ୍କୁ ଏସ୍‌ଟିଏଫ୍‌ ଅନୁଗୋଳ ବନବିଭାଗକୁ ହସ୍ତାନ୍ତର କରିଛି। ଏଥିରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଧରିବାକୁ ଏସ୍‌ଟିଏଫ୍‌ ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ମଙ୍ଗଳବାର ରାତିରେ ଆନ୍ତୁଳିଆ ନିକଟରେ ହାତୀ ଦାନ୍ତ ଡିଲ୍‌ ହେବାନେଇ ଏସ୍‌ଟିଏଫ୍‌ ଖବର ପାଇଥିଲା। ଏନେଇ ଏସ୍‌ଟିଏଫ୍‌ର ଏକ ଟିମ୍‌ ଅନୁଗୋଳ ବନବିଭାଗକୁ ଜଣାଇଥିଲା। ବନବିଭାଗ ଓ ଏସ୍‌ଟିଏଫ୍‌ ଟିମ୍‌ର ସଦସ୍ୟମାନେ ସେଠାରେ ପହଞ୍ଚତ୍ ପୂର୍ବରୁ ଛକି ରହିଥିଲେ। ଅଭିଯୁକ୍ତ ଏକ ବ୍ୟାଗରେ ହାତୀ ଦାନ୍ତ ପୂରାଇ ସେହି ସ୍ଥାନକୁ ଆସିଥିଲେ। ସେଠାରେ ସେ ଗ୍ରାହକଙ୍କୁ ଦେବାକୁ ଅପେକ୍ଷା କରିଥିବାବେଳେ ପୂର୍ବରୁ ଛକି ରହିଥିବା ଟିମ୍‌ ଚଢ଼ାଉ କରି ତାଙ୍କୁ କାବୁ କରିଥିଲା। ଉଲ୍ଲେଖଯୋଗ୍ୟ, ଏସ୍‌ଟିଏଫ୍‌ର ରିପୋର୍ଟ ଅନୁଯାୟୀ, ଗତ ବର୍ଷକ ମଧ୍ୟରେ ୧୮ ବାଘ ଛାଲ, ୧୦ଟି ହାତୀ ଦାନ୍ତ, ୨ ହରୀଣ ଚମଡ଼ା, ୫ ଜୀବନ୍ତ ବଜ୍ରକାପ୍ତା, ୧୫ କେଜି ବଜ୍ରକାପ୍ତା କାତି ଜବତ କରାଯିବା ସହ ଏଥିରେ ସମ୍ପୃକ୍ତ ୩୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନିଶ୍ଚିତତା ଘେରରେ ରାମନଗର ଔଷଧୀୟ ନର୍ସରି: ବନ ବିଭାଗର କାର୍ଯ୍ୟକୁ ନେଇ ପ୍ରଶ୍ନ

ମହାକାଳପଡ଼ା, ୨୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ରାମନଗର କାଜୁଜଙ୍ଗଲ ସଫା କରାଯାଇ ୧୨ ଏକର ବାଲିଆ ଜମିରେ ସ୍ଥାନୀୟ ବନ ବିଭାଗ ପକ୍ଷରୁ ଏକ…

ପଦ୍ମଶ୍ରୀ ଗ୍ରହଣ କରିବାକୁ ଆସି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସାଷ୍ଟାଙ୍ଗ ଦଣ୍ଡବତ କଲେ ସିଲାମ୍ବମ ଗୁରୁ, ଭାବପ୍ରବଣ ମୁହୂର୍ତ୍ତର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୬।୫: ସୋମବାର (୨୫ ମଇ) ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରିଥିଲେ।…

ଭାରତଗସ୍ତରେ ଥିବା ମାର୍କୋ ରୁବିଓଙ୍କୁ କାହିଁକି ପରିହାସ କଲା ଇରାନ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୬।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ସୋମବାର (୨୫ ମଇ) ସେ ତାଜମହଲ ପରିଦର୍ଶନ କରିବାକୁ ଆସିଥିଲେ। ଏହି ଗସ୍ତକୁ…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ପଦ୍ମଶ୍ରୀ ନେବାକୁ କାହିଁକି ଆସିଲେନି ରୋହିତ ଶର୍ମା? ହିଟମ୍ୟାନଙ୍କୁ ନେଇ ଆସିଲା ଏମିତି କାରଣ

ନୂଆଦିଲ୍ଲୀ,୨୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ରୋହିତ ଶର୍ମା ୨୫ ମଇରେ ନୂଆଦିଲ୍ଲୀରେ ଅନୁଷ୍ଠିତ ପଦ୍ମଶ୍ରୀ ପଦାର୍ପଣ ଉତ୍ସବରେ ଯୋଗ ଦେଇ…

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri