ହାତୀ ଦାନ୍ତ ଚୋରା କାରବାର: ୨ ଗିରଫ

କେନ୍ଦୁଝର,୨୭ା୨(ସ୍ବ.ପ୍ର.): ରାଜ୍ୟ ଏସ୍‌ଟିଏଫ୍‌ ଟିମ୍‌ ଦାନ୍ତ ଚୋରା କାରବାର ବେଳେ ଚଢ଼ାଉ କରି ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ହାତୀଦାନ୍ତ ଜବତ କରିଛି। ସେମାନେ ହେଲେ କଲଣ୍ଡା ଗ୍ରାମର ରମାକାନ୍ତ ପ୍ରଧାନ ଓ ଅନାମ ମୁଣ୍ଡା। ସେମାନଙ୍କ ଠାରୁ ୫ କିଲୋ ୬୬୨ ଗ୍ରାମ ଓଜନର ଦୁଇଟି ଦାନ୍ତ ଜବତ ହୋଇଛି ବୋଲି ଡିଏଫ୍‌ଓ ଧନରାଜ ଏଚ୍‌ଡି ସୂଚନା ଦେଇଛନ୍ତି। ଦାନ୍ତ କିଣା ବିକା ବେଳେ ସେମାନଙ୍କୁ ଧରା ଯାଇଥିବା ବେଳେ ଏହି ଦାନ୍ତ କେଉଁ ହାତୀର ଓ କେଉଁଠି ହତ୍ୟା କରାଯାଇ କାରବାର କରାଯାଉଥିଲା ତାହା ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ହୋଲ୍‌ସେଲରଙ୍କ ନାମରେ ମାମଲା

ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍‌ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍‌ସେଲର ଦୁଇଜଣ...

ଡିଜିପିଙ୍କୁ ଦାବିପତ୍ର ଦେଲେ ସୌମ୍ୟଙ୍କ ବାପା

କଟକ ଅଫିସ, ୨୦।୭: ପୋଡ଼ି ହୋଇ ମୋ ପୁଅ ମୃତ୍ୟୁ ସହ ସଂଗ୍ରାମ କରୁଥିବାବେଳେ ଫରେଷ୍ଟ ଅଫିସ୍‌ ଆଗରେ ଆମ୍ବୁଲାନ୍ସକୁ ଘଣ୍ଟାଏ କାଳ ଅଟକାଯାଇଥିଲା। କିଛି...

ଆଜି ରାଜଧାନୀରୁ ୧୧୧୬ ପଜିଟିଭ୍‌ ଚିହ୍ନଟ, ବଢୁଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୪।୫(ବ୍ୟୁରୋ): ମଙ୍ଗଳବାର ରାଜଧାନୀ ଭୁବନେଶ୍ୱରରୁ ୧୧୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭୭ ଜଣ ଚିହ୍ନଟ ହୋଇଥିବା ବେଳେ ୯୩୯ ଜଣ ସ୍ଥାନୀୟ ସଂକ୍ରମିତ...

ସିଲ୍‌ଜୋରା, କାଳିମାଟି ଖଣି ହାତେଇଲେ ଓଡ଼ିଆ ଖଣି ବ୍ୟବସାୟୀ

ଭୁବନେଶ୍ୱର,୧୪।୨(ବ୍ୟୁରୋ): କେନ୍ଦୁଝର ଜିଲା ଅନ୍ତର୍ଗତ ସିଲ୍‌ଜୋରା ଏବଂ କାଳିମାଟି ଲୁହାପଥର ଏବଂ ମାଙ୍ଗାନିଜ୍‌ ଖଣିକୁ ଓଡ଼ିଆ ଖଣି ବ୍ୟବସାୟୀ ଦେବବ୍ରତ ବେହେରା ହାତେଇଛନ୍ତି। ଗୁରୁବାର ଚାଲିଥିବା...

ଶିମିଳିପାଳରୁ ଶିକାରୀ ଗିରଫ

ଖୁଣ୍ଟା, ୭।୫(ଡି.ଏନ.ଏ.)-ଡୁକୁରା ରେଞ୍ଜ ଅଧୀନ ଶିମିଳିପାଳ ସଂରକ୍ଷିତ ଜଙ୍ଗଲରୁ ଗତ ବୁଧବାର ବିଳମ୍ବିତ ରାତିରେ ବନ କର୍ମଚାରୀମାନେ ଜଣେ ଶିକାରୀଙ୍କୁ ଗିରଫ କରିଛନ୍ତି। ସେ ହେଲେ...

ଆବାସ ନିର୍ମାଣ କାର୍ଯ୍ୟ ତଦାରଖ

ଭଣ୍ଡାରିପୋଖରୀ,୮।୨(ଡି.ଏନ.ଏ.): ଭଦ୍ରକ ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାଶ, ଭଣ୍ଡାରିପୋଖରୀ ବିଡିଓ ବନମାଳି ତରାଇ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ ମିଶ୍ର ଶନିବାର...

ପୋଖରୀରେ ବିଷ : ମରି ଭାସୁଛନ୍ତି ମାଛ

ଖଣ୍ଡପଡ଼ା,୨୪ା୬ (ସ୍ବ.ପ୍ର.): ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ପଞ୍ଚାୟତ ନିକଟସ୍ଥ ଭରତ ସାମନ୍ତରାୟ ପୋଖରୀରେ କେହି ଦୁର୍ବୃତ୍ତ ବିଷ ପକାଇ ଦେଇଥିବା ଅଭିଯୋଗ ହୋଇଛି। ଏଥିଯୋଗୁ...

୮ଟି ଜିଲାରେ କାଳବୈଶାଖୀ ଭୟ

ଭୁବନେଶ୍ୱର,୨୩।୪: ଓଡ଼ିଶାର ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ୮ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ସାଙ୍ଗକୁ ଝଡତୋଫାନ ସମ୍ଭାବନା ରହିଥିବା ଭୁବନେଶ୍ୱର...

Advertisement
Archives

Model This Week