ହାତୀ ଦାନ୍ତ, ବାଘ ଚମଡ଼ା ଜବତ; ୩ ଗିରଫ

କେନ୍ଦୁଝର,୮।୨(ସ୍ବ.ପ୍ର.): ସ୍ବତନ୍ତ୍ର ଟାସ୍କଫୋର୍ସ କେନ୍ଦୁଝର ସହର କାଶୀପୁର ନିକଟରୁ କିଣାବିକା ଚାଲିଥିବା ବେଳେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କ ଠାରୁ ଏକ ବାଘ ଚମଡ଼ା ଓ ଦୁଇଟି ହାତୀଦାନ୍ତ ଜବତ କରିଛି। ଯାଞ୍ଚ ବେଳେ ଏହି କାରବାରରେ ଜଡ଼ିତ ୩ ଜଣଙ୍କୁ ଗିରଫ କରାଯାଇଛି।
ମୟୂରଭଞ୍ଜ ଜିଲା ଘୋଷଦାର ସେକ୍‌ ହାସମତୀ ଅଲ୍ଲୀ, ଚନ୍ଦ୍ରକାନ୍ତ ଧଳ, କେନ୍ଦୁଝର ଜିଲା ଜଂଘିରାର ମଳୟକୁମାର ରାଉତଙ୍କୁ ଗିରଫ କରାଯାଇଛି। କେସ୍‌ ନମ୍ବର ୬/ ୭/୨/୨୦୨୧ରେ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜବତ ଦାନ୍ତ ଓ ଚମଡ଼ାକୁ ଡେରାଡୁନକୁ କେମିକାଲ ଯାଞ୍ଚ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକାର କରି ଭୟରେ ଖାଇ ପାରିଲେନି ମାଂସ

ନାକଟିଦେଉଳ,୧୭ା୪: ନାକଟିଦେଉଳ ବନାଞ୍ଚଳ ଅଧୀନ ମୁଷାକାନୀ ଗ୍ରାମରୁ ଶନିବାର ଏକ ହରିଣର ମୃତଦେହ ଜବତ ହୋଇଛି। ସକାଳେ ଗାଁ ଲୋକେ ରକ୍ତାକ୍ତ ଅବସ୍ଥାରେ ହରିଣ ପଡ଼ିଥିବା...

ଝାରସୁଗୁଡ଼ାରୁ ମୁମ୍ବାଇ, ବେଙ୍ଗାଲୁରୁକୁ ଉଡ଼ିବ ବିମାନ

ଝାରସୁଗୁଡ଼ା ଅଫିସ,୨୧ା୮: ପଶ୍ଚିମ ଓଡ଼ିଶା ପାଇଁ ଖୁସି ଖବର। ଝାରସୁଗୁଡ଼ାରୁ ମୁମ୍ବାଇ ଓ ବେଙ୍ଗାଲୁରୁକୁ ଆସନ୍ତା ଅକ୍ଟୋବର ୨୫ ପରେ ସିଧାସଳଖ ବିମାନ ସେବା ଉପଲବ୍ଧ...

ବିରଳ ଅହିରାଜକୁ ଗୁଳି କରି ଶିକାର

ବନ୍ତଳା,୧୦।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବନ୍ତଳା ରେଞ୍ଜ ବାରଗୌଣିଆ ପାଣ୍ଡୁରୀଶୁଣି ପାହାଡ଼ରେ ବୁଧବାର ସକାଳେ ଏକ ବିରଳ ପ୍ରଜାତିର ଅହିରାଜକୁ ଗୁଳି କରି ଶିକାର କରିଛନ୍ତି ଶିକାରୀ।...

ପ୍ରେମିକାଙ୍କୁ ତଣ୍ଟି ଚିପି ହତ୍ୟା: ପ୍ରେମିକ ଗିରଫ

ପାଟଣା,୨୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗରେ ରବିବାର ଠାକୁରମୁଣ୍ଡା ପୋଲିସ ତାଙ୍କୁ...

ସୀମାନ୍ତ ଚେକ୍‌ ପଏଣ୍ଟ ପରିଦର୍ଶନ କଲେ ଜିଲାପାଳ

ରାୟଗଡ଼ା ଅଫିସ,୪ା୫: ଆନ୍ଧ୍ର ପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ ଆନ୍ଧ୍ର-ଓଡ଼ିଶା ସୀମାରେ କଟକଣାକୁ କଡ଼ାକଡ଼ି କରାଯାଇଛି। ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର...

ଥାନାରେ ଯୁବକଙ୍କ ଆତ୍ମହତ୍ୟା

ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର...

ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି

ପୁରୀ ଅଫିସ, ୨୧।୮-ଶ୍ରୀମନ୍ଦିରରେ ବୁଧବାର ରାହୁରେଖା ଲାଗି ହେବେ ମହାପ୍ରଭୁ। ଏଥିପାଇଁ ଅପରାହ୍ନ ପ୍ରାୟ ୨ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଅର୍ଥାତ୍‌ ୫ଘଣ୍ଟା ଦର୍ଶନ ବନ୍ଦ...

ରାତି ୧୦ରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ମାର୍ଚ୍ଚ ୧ରେ ପଡୁଛି ମହାଶିବରାତ୍ରି। ସେଥିପାଇଁ ବୁଧବାର ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ଖୋର୍ଦ୍ଧା ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ ବୈଠକ ବସିଥିଲା। ବୈଠକର ନିଷ୍ପତ୍ତି...

Advertisement
Archives

Model This Week