ଶୋଇଥିବାବେଳେ ଘରୁ ଟାଣି ଆଣି କଚାଡି ମାରିଲା ଦନ୍ତା

ବଣାଇଁ, ୧୧।୯(ପ୍ରଦୀପ ତ୍ରିପାଠୀ): ଘରୁ ଟାଣି ଆଣି କଚାଡି ମାରିଲା ଦନ୍ତା । ବଣାଇଁ ବନଖଣ୍ଡ କୋଇଡା ବନାଞ୍ଚଳ ଅନ୍ତର୍ଗତ ସାନ ଇନ୍ଦୁପୁରଠାରେ ଥିବା ଗିରୱାଲ ହଟିଙ୍ଗରେ ଗତ କାଲି ବିଳମ୍ବିତ ରାତିରେ ଘରେ ଜଣଙ୍କ ଘର ଭାଙ୍ଗି ଦେଇଛି। ଶୋଇଥିବାବେଳେ ଜଣଙ୍କୁ ଟାଣି ଆଣି ଗୋଠଛଡା ଦନ୍ତା କଚାଡି ମାରିଥିବା ଜଣାପଡିଛି ।

ମୃତକ ହେଲେ ଶିବରାମ ବଡାଇକ ଓ ତାଙ୍କ ଘର ଝାରଖଣ୍ଡ ଅଞ୍ଚଳରେ। କୋଇଡ଼ା ଅଞ୍ଚଳକୁ କାମ କରିବାକୁ ଆସି ଏହି ହଟିଂ ରେ ରହୁଥିଲେ। ବିଳମ୍ବିତ ରାତିରେ ଏ ଘଟଣା ଘଟି ଥିଲେ ହେଁ ଦୀର୍ଘ ସମୟ ପର୍ଯ୍ୟନ୍ତ ବନବିଭାଗ ପହଞ୍ଚି ନ ଥିବା ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା । ଯେହେତୁ ମୃତକ ଆଞ୍ଚଳିକ ବ୍ୟକ୍ତି ନୁହେଁ ତେଣୁ ବନବିଭାଗ ହେୟ ମନୋଭାବ ପୋଷଣ କରୁଥିବା ଅଭିଯୋଗ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ଅଟକରୁ ମୁକ୍ତ ହେବା ପରେ ୪ ବଡ଼ ସର୍ତ୍ତ ରଖିଲେ ରାହୁଲ ଗାନ୍ଧୀ, ସରକାରଙ୍କୁ ପଶିଲା ଭୟ

ନୂଆଦିଲ୍ଲୀ,୨୨।୭: NEET-UG ପରୀକ୍ଷାରେ ଅନିୟମିତତା ଏବଂ ଛାତ୍ରୀଛାତ୍ରଙ୍କ ଉପରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର ରାଜଧାନୀରେ ରାଜନୈତିକ ପାରା ଚଢ଼ିବାରେ ଲାଗିଛି। ଲୋକ ସଭାର ବିରୋଧୀ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri