ହାତୀ ଦେଖିବାକୁ ଯାଇ ଦନ୍ତା ହାବୁଡ଼ରେ ପଡ଼ିଗଲେ; କାଦୁଅ ବିଲରେ କଚାଡ଼ି ବାହାର କଲା ଅନ୍ତବୁଜୁଳା; ଯୁବକ…

ପାଟଣା,୨୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଭୀମ ପୁର ଗ୍ରାମ ବିଲ ମଝିରେ ଏକ ଦନ୍ତା ଶୁକ୍ରବାର ରାତିରେ ଜଣେ ୨୨ବର୍ଷୀୟ ଯୁବକ କଚାଡି ମାରିବା ସହ ତାଙ୍କ ଅନ୍ତବୁଜୁଳା ବାହାର କରିଦେଇଛି। ମୃତକ ଜଣକ ହେଉଛନ୍ତି କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷିରେଇ ଟାଙ୍ଗିରି ପଞ୍ଚାୟତ ବାଘ ମରା ସାହି ଭଗବାନ ମହାନ୍ତଙ୍କ ପୁଅ ସିପିନ ଓରଫ ରମୁ ମହାନ୍ତ(୨୨)।

ସୂଚନାଯୋଗ୍ୟ, ରମୁ ଶୁକ୍ରବାର ସାରେ ଘରୁ ଭୀମପୁରକୁ ହାତୀ ଦେଖିବାକୁ ଯାଇଥିବା ବେଳେ ଏକ ଦନ୍ତା ହାବୁଡରେ ପଡ଼ିଯାଇଥିଲେ। ଦନ୍ତା ତାଙ୍କୁ କାଦୁଅ ଭିତରେ କଚାଡି ମାରିବା ସହ ଦାନ୍ତରେ ଅନ୍ତ ବୁଜୁଳା ବିଦାରି ଦେଇଥିଲା। ପାଟଣା ବନପାଳ ନିରଞ୍ଜନ ସେଠୀ ଘଟଣାସ୍ଥଳରେ ପହଞ୍ଚି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ମୃତଦେହ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri