ଆଇଇଡି ବ୍ଲାଷ୍ଟରେ ଜୀବନ ହାରିଲା ହାତୀ

ରାଉରକେଲା,୬।୭(ସଙ୍ଗୀତା ଜେନା): ପ୍ରାୟ ସପ୍ତାହ ତଳେ ଝାଡ଼ଖଣ୍ଡ-ଓଡ଼ିଶା ସୀମାବର୍ତ୍ତୀ ସରଣ୍ଡା ଜଙ୍ଗଲରେ ଏକ ହାତୀ ଶାବକକୁ ଗୁରୁତର ଅବସ୍ଥାରେ ଠାବ କରାଯାଇଥିଲା। ଗତ ଜୁନ୍‌ ୨୭ ତାରିଖରେ ଜଙ୍ଗଲ ସୁରକ୍ଷା ପାଇଁ ନିୟୋଜିତ ଡ୍ରୋନ୍‌ ସର୍ବେକ୍ଷଣରେ ଉକ୍ତ ହାତୀ ଏକ ନାଳ ନିକଟରେ ନିଜ କ୍ଷତିଗ୍ରସ୍ତ ପଛ ବାମ ଗୋଡରେ ପାଣି ଛାଟୁଥିବା ଦେଖିବାକୁ ମିଳିଥିଲା। ବନ ବିଭାଗର ୬ଟି ଦଳ ଉକ୍ତ ହାତୀକୁ ଠାବ କରିବାକୁ ପ୍ରୟାସ ଆରମ୍ଭ କରିଥିଲେ।

ଶନିବାର ସନ୍ଧ୍ୟାରେ ସରଣ୍ଡା ଡିଏଫ୍‌ଓ ଅଭିରୂପ ସିହ୍ନାଙ୍କ ନେତୃତ୍ୱରେ ପଶ୍ଚିମ ସିଂହଭୂମ, ରାଉରକେଲା, କେନ୍ଦୁଝର ବନ ବିଭାଗ ତଥା ଗୁଜୁରାଟ ଜାମନଗର ବନତାରା ବିଶେଷଜ୍ଞ ଟିମ୍‌ ଆହତ ହାତୀକୁ ଠାବ କରିଥିଲେ। ପରେ ଟ୍ରାଙ୍କୁଲାଇଜ କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ହାତୀ ଶାବକର ମୃତ୍ୟୁ ଘଟିଛି। ହାତୀ ଶାବକର ଗୋଡ଼ ବିସ୍ଫୋରଣରେ ଛିଣ୍ଡିିଯାଇଥିବା ଦେଖାଯାଇଛି।

ଝାଡ଼ଖଣ୍ଡରେ ମୃତଦେହ ବ୍ୟବଚ୍ଛେଦ ପରେ ରବିବାର ପୋତି ଦିଆଯାଇଛି। ସୂଚନାଯୋଗ୍ୟ, ମାଓବାଦୀମାନଙ୍କ ଦ୍ୱାରା ଖଞ୍ଜାଯାଇଥିବା ଆଇଇଡି ବିସ୍ଫୋରଣରେ ହାତୀଟି କୁଆଡେ ଆହତ ହୋଇ ଜଙ୍ଗଲରେ ବୁଲୁଥିଲା। ଗତ ୨୭ ତାରିଖରେ ଡ୍ରୋନ୍‌ ସର୍ଭେ ବେଳେ ଏହି ଘଟଣା ପଦାକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri