ଆଖି ବୁଜିଲା ହାତୀ ‘ନନ୍ଦ’

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜଧାନୀ ଉପକଣ୍ଠ ଚନ୍ଦକା ଗୋଡ଼ିବାରୀରେ ଥିବା ପୋଷାହାତୀ ‘ନନ୍ଦ’ର ମୃତ୍ୟୁ ଘଟିଛି। ରବିବାରଠାରୁ ‘ନନ୍ଦ’  ଅସୁସ୍ଥ ଥିଲା। ଚିକିତ୍ସା ଚାଲୁ ରହିଥିଲେ ହେଁ ଶେଷରେ ଆଖି ବୁଜିଛି ।
ସୂଚାନୁଯାୟୀ, ୨୦ ଦିନ ତଳେ ‘ନନ୍ଦ’କୁ କୁମାରଖୁଣ୍ଟି ଅଞ୍ଚଳରେ ଟ୍ରାଙ୍କୁଳାଇଜ କରାଯାଇଥିଲା। ଏହା ପରଠାରୁ ‘ନନ୍ଦ’ ଅସୁସ୍ଥ ହୋଇ ପଡ଼ିଥିଲା। ରବିବାର ଭୋର୍‌ ୪ଟାରେ ପଡ଼ିଯିବାରୁ ସାଲାଇନ ଲାଗିଥିଲା। ଶେଷରେ ସୋମବାର ଭୋର୍‌ରୁ ‘ନନ୍ଦ’ର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର

ଦିଗପହଣ୍ଡି,୧୭।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା...

କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ :ଜେଲ ଗଲେ ଅଭିଯୁକ୍ତ ବଙ୍ଗୀୟ ରଙ୍ଗ ମିସ୍ତ୍ରି

ଭୁବନେଶ୍ୱର, ୧୨ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର ଉଦ୍ୟମ କରିଥିବା ଅଭିଯୁକ୍ତ ରଙ୍ଗ ମିସ୍ତ୍ରିଙ୍କୁ ପୋଲିସ ଗିରଫ କର ସୋମବାର କୋର୍ଟଚାଲାଣ...

କେନ୍ଦ୍ରୀୟ ଯୋଜନାକୁ ହଡପ କରୁଛନ୍ତି ରାଜ୍ୟ ସରକାର, ଆସନ୍ତା ୨୭ରେ ସବୁ ବ୍ଲକରେ ଭାଜପାର ଘେରାଉ: ବସନ୍ତ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ରାଜ୍ୟ ସରକାର କ୍ରମାଗତ ଭାବରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ନିଜ ନାଁରେ କରି ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହେଉଥିବା ପକ୍କାଘରକୁ...

ପେଟ୍ରୋଲରେ ପାଣି ଅପମିଶ୍ରଣ ଘଟଣା: ପମ୍ପ ସିଲ୍‌

ଭୁବନେଶ୍ୱର,୪।୩(ବୂ୍ୟରୋ): ଭୁବନେଶ୍ୱର ବରମୁଣ୍ଡାସ୍ଥିତ ଏଚ୍‌ପି ପେଟ୍ରୋଲ ପମ୍ପରେ ପେଟ୍ରୋଲରେ ପାଣି ମିଶାଇ ଅପମିଶ୍ରଣ କରାଯାଉଥିବା ଜଣାପଡ଼ିବାପରେ ବୁଧବାର ସେଠାରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା। ଶହଶହ...

ଚକ ସଂଖ୍ୟା ଅନୁଯାୟୀ ରଥରେ ରହିବେ ଘଣ୍ଟୁଆ

ପୁରୀ ଅଫିସ,୧।୬: ଜୁନ ୪ରେ ସ୍ନାନଯାତ୍ରା। ଏହିଦିନ ଶ୍ରୀବିଗ୍ରହମାନେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ସହ ଦୁର୍ଲ୍ଲଭ ହାତୀବେଶରେ ଭକ୍ତଙ୍କୁ ଦର୍ଶନ ଦେବେ।...

୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ୍‌ରେ ମରିଛନ୍ତି ୮୦୨୮

ଭୁବନେଶ୍ୱର, ୭।୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ମୃତ୍ୟୁକୁ ନେଇ ସବୁବେଳେ ଦ୍ୱନ୍ଦ୍ୱ ଲାଗି ରହିଛି। ରାଜ୍ୟ ସରକାର ଦେଉଥିବା ତଥ୍ୟ ଠିକ୍‌ ନୁହେଁ ବୋଲି ବିରୋଧୀ ଅଭିଯୋଗ...

କଟକରେ ଚାଞ୍ଚଲ୍ୟ: ଘର ଭିତରୁ ମା’ ଝିଅଙ୍କ ମୃତଦେହ ଉଦ୍ଧାର

କଟକ ଅଫିସ,୧୮।୧୨-କଟକ ସେଲ୍ଟର ଛକ ଷ୍ଟେଟ୍‌ ବ୍ୟାଙ୍କ କଲୋନୀର ଏକ ଘରୁ ଶୁକ୍ରବାର ମା’ ଝିଅଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମା’ର ମୃତଦେହ ଝୁଲନ୍ତା...

୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି

ଭୁବନେଶ୍ୱର, ୩୧।୧୨(ବ୍ୟୁରୋ): ରାଜ୍ୟ ସରକାର ୧୪ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ପୋଲିସ ମୁଖ୍ୟାଳୟରେ ଥିବା ଡିଏସ୍‌ପି ପ୍ରଦୀପ କୁମାର...

Advertisement
Archives

Model This Week