ବଣାଇଁ-ଟେନ୍ସା-ବରସୁଁଆ ରାସ୍ତାରେ ହାତୀ: ଶୁଣ୍ଢ ବଢାଇ ମାଗୁଛି ଖାଦ୍ୟ

ବଣାଇଁ, ୯।୧ (ସ୍ବ.ପ୍ର.): ବଣାଇଁ ବନଖଣ୍ଡର ଟେନ୍ସା-ବରସୁଁଆ ରାଜ ରାସ୍ତାରେ ଏକ ହାତୀକୁ ଗତ କିଛିଦିନ ହବ ଦେଖିବାକୁ ମିଳୁଛି। ହାତୀଟି ଗାଡିଗୁଡିକୁ ଅଟକ ରଖି ଖାଦ୍ୟ ଅନ୍ବେଷଣରେ ଚାଳକମାନଙ୍କ ନିକଟକୁ ଯାଇ ଶୁଣ୍ଢ ବଢାଇ ଖାଦ୍ୟ ମାଗୁଥିବା ଦେଖିବାକୁ ମିଳୁଛି। ହାତୀର ଏପରି ବ୍ୟବହାରରେ ଶୁକ୍ରବାର ରାତିରେ ୨ ଘଣ୍ଟା ଧରି ଟେନ୍ସା – ବରସୁଁଆ ଘାଟିରେ ଗାଡି ଚଳାଚଳ ବନ୍ଦ ରହିଥିଲା । ଯାହାଫଳରେ ଉକ୍ତ ରାସ୍ତାରେ ଯିବା ଆସିବା କରୁଥିବା ଅନେକ ଯାତ୍ରୀ ହାତୀ ଦେଖିବାକୁ ଭିଡ଼ କରିଥିଲେ। ଖାଦ୍ୟ ଖାଇସାରିବା ପରେ ହାତିଟି ଘାଟି ରାସ୍ତାରୁ ଜଙ୍ଗଲ ମଧ୍ୟକୁ ଚାଲିଯାଇଥିଲା l
ଗାଡି ଚାଳକଙ୍କ କହିବା ଅନୁସାରେ, ହାତୀଟି ବେଶ କିଛିଦିନ ହେବ ରାଜରାସ୍ତାକୁ ଆସି ଗାଡ଼ିଚାଳକଙ୍କ ଠାରୁ ଖାଦ୍ୟ ଖାଇ ସାରିବା ପରେ ଜଙ୍ଗଲକୁ ଫେରି ଯାଉଛି । ଏ ପର୍ଯ୍ୟନ୍ତ ହାତୀଟି କାହାର କୌଣସି କ୍ଷତି ଘଟାଇ ନ ଥିବା ଜଣାପଡ଼ିଛି l


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri