ରାସ୍ତାରେ ବୁଲିଲା ହାତୀ

ଚିତ୍ରଡା,୯।୯(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ତଥା ରାସଗୋବିନ୍ଦପୁର ରେଞ୍ଜକୁ ପ୍ରବେଶ କରି ଆତଙ୍କ ଖେଳାଇଛି ଏକ ଝାଡ଼ଖଣ୍ଡୀ ହାତୀ। ରାତି ପ୍ରାୟ ୯ଟାରେ ହାତୀଟି ଚିତ୍ରଡା ଅଞ୍ଚଳର ଗାଁରେ ଏଣେତେଣେ ବୁଲିଥିଲା। ବନ କର୍ମଚାରୀ ଘଉଡାଇବାରେ ବିଫଳ ହେବାରୁ ଅଞ୍ଚଳବାସୀ ବାଣ ଫୁଟାଇ ଜଙ୍ଗଲକୁ ଘଉଡାଇ ଥିଲେ। ପଶ୍ଚିମବଙ୍ଗ ପଟୁ ୩ଟି ଝାଡ଼ଖଣ୍ଡି ହାତୀ ପଶି ଆସୁଥିବା ସମୟରେ ୨ଟି ହାତୀଙ୍କୁ ବନବିଭାଗ ପ୍ରବେଶ କରାଇ ଦେଇ ନ ଥିଲା। କିନ୍ତୁ ଉକ୍ତ ହାତୀଟି ଜଙ୍ଗଲ ପଟୁ ପଶି ଆସିଥିବା କଥା ରେଞ୍ଜର ପ୍ରଶାନ୍ତ କୁମାର ବେହେରା ସୂଚନା ଦେଇଛନ୍ତି। ହାତୀଟି ଆସିବା ବାଟରେ ବ୍ୟାପକ ଧାନ ଫସଲ ନଷ୍ଟ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?