ହାତୀ ଉପଦ୍ରବ: ଭାଙ୍ଗିଲା ଘର 

ମୋରଡା,୩୦।୯(ସ୍ମାରକ ମାଝୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ତଥା ମୋରଡା ବ୍ଲକ ଅଧୀନ ଚିତ୍ରଡା ପଞ୍ଚାୟତରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ଉକ୍ତ ପଞ୍ଚାୟତର ତଳସାହି ଗ୍ରାମରେ ଶୁକ୍ରବାର  ବିଳମ୍ବିତ ରାତିରେ ଏକ ଚାରି ଟିକିଆ ଶିମିଳିପାଳ ହାତୀପଲ ପଶିଥିଲେ। ଉକ୍ତ ଗ୍ରାମର କଟିଆ ମହାନ୍ତଙ୍କ ଘର ହାତୀ ଭାଙ୍ଗି ଥିବା ବେଳେ ଧାନ, ଚାଉଳ ଖାଇ ନଷ୍ଟ କରିଛନ୍ତି। ତେବେ କଟିଆ ଏବଂ ତାଙ୍କ ସ୍ତ୍ରୀ ଭୟଭୀତ ହୋଇୟ ଘର ଛାଡି ବାହାରକୁ ପଳାଇଥିଲେ।
ସକାଳେ ବନବିଭାଗ କର୍ମଚାରୀ ଏବଂ  ଚିତ୍ରଡ଼ା ଆରଆଇ ମନୋଜ ବାରିକ ଘଟଣାସ୍ଥଳକୁ ଯାଇ କ୍ଷୟକ୍ଷତି ଆକଳନ କରିଛନ୍ତି।
 ତେବେ ଏବାବଦରେ ରେଞ୍ଜର ଘନଶ୍ୟାମ ସିଂଙ୍କୁ ପଚାରିବାରୁ ବର୍ତ୍ତମାନ ଦଶଟି ଶିମିଳିପାଳ ହାତୀ ଶୁଖିଲାଖାଳି ଜଙ୍ଗଲରେ ଥିବା ବେଳେ ହାତୀ ପ୍ରତି ବନବିଭାଗ ନଜର ରଖିଛି। କ୍ଷତିଗ୍ରସ୍ତ ପରିବାରକୁ ଯଥାଶୀଘ୍ର କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?