ଜି.ଉଦୟଗିରି ବନାଞ୍ଚଳରେ ହାତୀ ଉପଦ୍ରବ

ଜି.ଉଦୟଗିରି,୨୬ା୬(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେବ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ୧୭ ଟିକିଆ ହାତୀ ପଲ ବନବିଭାଗ ଓ କେତେକ ଗ୍ରାମବାସୀଙ୍କ ନିଦ ହଜାଇ ଦେଲେଣି। ଏଇ ହାତୀପଲ ଜି.ଉଦୟଗିରି କଳିଙ୍ଗା ମଝିରେ ଥିବା ରାସ୍ତା ଉପରକୁ ମଧ୍ୟ ଚାଲି ଆସୁଛନ୍ତି। ଫଳରେ ରାତିରେ ରାସ୍ତାରେ ଯିବାକୁ ଲୋକେ ଭୟ କରୁଛନ୍ତି। କୁର୍ମିଙ୍ଗିଆ, ନନ୍ଦଗିରି, ଲଇରାଜୁ ଗ୍ରାମ ମାନଙ୍କରେ ହାତୀ ପଲ ପଶି କଦଳି ବଗିଚା ନଷ୍ଟ କରିଦେଇଛନ୍ତି। ଜି.ଉଦୟଗିରି ବନ ବିଭାଗ ରେଞ୍ଜକୁ ଲାଗି ଗଞ୍ଜାମ ଜିଲାର ଦର୍ପଙ୍ଗିଆ ରିଜର୍ଭ ଜଙ୍ଗଲ ଅଛି। ସେଠାରୁ ହାତୀ ମାନେ ଆସିଯାଇଥିବା ସନ୍ଦେହ କରାଯାଉଛି। ପାଚିଲା ପଣସ ଓ ଆମ୍ବ ଖାଇତ୍ାକୁ ହାତୀପଲ ଆସିଥିବା ଅନୁମାନ କରାଯାଉଛି। ଏ ସମ୍ପର୍କରେ ଜି.ଉଦୟଗିରି ବନ ବିଭାଗ ରେଞ୍ଜ ଅଫିସର ଯୋଗେନ୍ଦ୍ର ନାଥ ସେନାପତିଙ୍କୁ ପଚାରିବାରେ କହିଲେ ରାତ୍ର ପାଟ୍ରୋଲିଂ କରାଯାଉଛି। ହାତୀର ଗତିବିଧି ଲକ୍ଷ୍ୟ କରାଯାଉଛି। ଏଥିପାଇଁ ଏକ ସ୍କ୍ବାର୍ଡ଼ ଗଠନ କରଯାଇଛି ଓ ସେମାନେ ହାତୀର ଗତିବିଧି ଉପରେ ସୂଚନା ଦେଉଛନ୍ତି। ଜଙ୍ଗଲକୁ ଏ ଭିତରେ ଲୋକମାନଙ୍କୁ ନଯିବା ପାଇଁ କୁହାଯାଇଛି ଏବଂ ହାତୀପଲକୁ ଘଉଡାଇବା ପାଇଁ ଉଦ୍ୟମ କରାଯାଉଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଇଭେଟ ପାର୍ଟ ବିକ୍ରି କଲେ ମିଳିବ ୧.୨୦ କୋଟି! Reel ଦେଖି ନାବାଳକଙ୍କ ସହ ଭୟଙ୍କର କାଣ୍ଡ, କାଟିଦେଲେ…

ଭୋପାଳ,୧୮।୮: ଭୋପାଳରେ ଛୋଟା ତାଳାବ କୂଳରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ଏହାପରେ ପୋଲିସ ମୃତ ଯୁବକଙ୍କ ସମ୍ପର୍କରେ ତଦନ୍ତ ଆରମ୍ଭ କରିଥିଲା। ଧୋବି…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବୟଫ୍ରେଣ୍ଡଙ୍କ ସହ ମୋମୋ ଖାଉଥିଲେ ସ୍ତ୍ରୀ, ହଠାତ୍‌ ପହଞ୍ଚିଗଲେ ସ୍ବାମୀ: ଆଉ ତା’ପରେ ଯାହା ଘଟିଲା…

ଭୋପାଳ,୧୮।୮: ମଧ୍ୟପ୍ରଦେଶର ଭୋପାଳରୁ ଏକ ଅଜବ ପାରିବାରିକ ନାଟକ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏଠାରେ ଏକ ଅନୈତିକ ସମ୍ପର୍କର ହାଇଭୋଲଟେଜ ଡ୍ରାମା ରାସ୍ତା…

ପୁଣି ଆସୁଛି ବଡ଼ ଲଘୁଚାପ! ପ୍ରବଳରୁ ଅତି ପ୍ରବଳ ବର୍ଷା, ୨୪ ଘଣ୍ଟାରେ…

ଭୁବନେଶ୍ୱର , ୧୮।୮: ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୨୨ କିମ୍ବା ୨୩ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ…

ବଡ଼ ଘୋଷଣା କଲା ଭାଜପା: ୩ ରାଜ୍ୟ ପାଇଁ…

ନୂଆଦିଲ୍ଲୀ,୧୮।୮: ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ତିନୋଟି ରାଜ୍ୟ ପାଇଁ ନୂତନ ପ୍ରଭାରୀ ନିଯୁକ୍ତ କରିଛନ୍ତି। ଉତ୍ତର ପ୍ରଦେଶ, ପଞ୍ଜାବ…

ପର୍ବପର୍ବାଣୀ ଋତୁ ପୂର୍ବରୁ LPGକୁ ନେଇ ବଡ଼ ନିଷ୍ପତ୍ତି ନେଲେ ସରକାର, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୮: ଆସନ୍ତା କିଛି ସପ୍ତାହରେ ଗଣେଶ ଚତୁର୍ଥୀ, ନବରାତ୍ରି, ଦୀପାବଳି ଏବଂ ଏହାପରେ ବିବାହ ଋତୁ ଆରମ୍ଭ ହେବାକୁ ଯାଉଛି। ଏଭଳି ସମୟରେ ରୋଷେଇ ଘରେ…

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ଦଳ କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri