ହାତୀ ଉପଦ୍ରବ: ଘରୁ ଟେକିନେଲା ଭାତ ହାଣ୍ଡି

ଢେଙ୍କାନାଳ,୫।୯: ଢେଙ୍କାନାଳ ଜିଲା ଗନ୍ଦିଆ ବ୍ଲକ ଦଲାର ଓ ହରିପୁର ଗ୍ରାମ ନିକଟ ପାହାଡରୁ ବ୍ରାହ୍ମଣୀ ନଦୀ ପାର ହୋଇ ଏକ ଗୋଠଛଡା ଦନ୍ତା ପଶି ଆସି ଉପଦ୍ରବ କରିଛି। ପ୍ରଥମେ ଦନ୍ତାଟି ନଦୀ ପାର ହୋଇ ଭୁଷଳ ପଞ୍ଚାୟତର କିର୍ତ୍ତନପୁର ଗ୍ରାମରେ ପଶି କଦଳୀ ଗଛ ଭାଙ୍ଗିବା ସହିତ ଜଣଙ୍କ ଘରୁ ଧାନବସ୍ତା ଟେକି ନେଇ ଖାଇଥିଲା। ପରେ ସେହି ପଞ୍ଚାୟତର କଞ୍ଚନବାହାଳୀ ଗ୍ରାମରେ ପଶି ମୁନି ମୁଣ୍ଡାଙ୍କ ଆମ୍ବଡାଳ ଭାଙ୍ଗିବା ସହିତ ଘରୁ ଭାତ ହାଣ୍ଡି ଟେକିନେଇ ଗୋଡରେ ଦଳି ଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri