ଲାଠୋରରେ ହାତୀ ଉପଦ୍ରବ

ଲାଠୋର, ୩ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଲାଠୋର ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ବନାଞ୍ଚଳ ଅଧୀନ ବେନ୍ଦେର ସଂରକ୍ଷଣ ଜଙ୍ଗଲରୁ ହାତୀପଲ ଆସି ଉପଦ୍ରବ କରୁଥିବାରୁ ଅଞ୍ଚଳବାସୀ ଆତଙ୍କିତ ହୋଇ ପଡିଛନ୍ତି। ଗତ ୧୫ ଦିନ ହେବ ଉପଦ୍ରବ ଚଳାଇଥିବା ପଲରେ ଛୋଟବଡ ୨୯ଟି ହାତୀ ରହିଛନ୍ତି। ଦିନ ବେଲା ମାଗୁର ପାହାଡ ଜଙ୍ଗଲରେ ରହୁଥିବା ବେଳେ ସନ୍ଧ୍ୟା ହେଲା ମାତ୍ରେ ଜଙ୍ଗଲ ତଳି ଚାଷ ଜମିରେ ପଶି ଫସଲ ଖାଉଛନ୍ତି। ବେଳେ ବେଳେ ଲାଠୋର-କଣ୍ଟାବାଞ୍ଜି ମୁଖ୍ୟ ରାସ୍ତାକୁ ସେମାନେ ପଲାଇ ଆସୁଛନ୍ତି। ହାତୀପଲଙ୍କ ସ୍ଥିତି ଅନୁଧ୍ୟାନ ପାଇଁ ଦୁଇଦିନ ତଳେ ଏସିଏଫ ବାବାଜୀ ଚରଣ ରାଉଳ ଆସି ଫେରିଥିଲେ ମଧ୍ୟ ସେମାନଙ୍କୁ ଘଉଡା ଯାଇ ପାରିନାହିଁ। ଏନେଇ ଲାଠୋର ବନାଞ୍ଚଳ ଅଧିକାରୀ ପ୍ରଭାତୀ ସେଠଙ୍କୁ ପଚାରିବାରୁ କହିଛନ୍ତି ଯେ, ଲୋକଙ୍କ ସୁରକ୍ଷା ସହ ହାତୀପଲର ସୁରକ୍ଷା ପାଇଁ ବନ ବିଭାଗ ସଜାଗ ରହିଛି। ସୁରକ୍ଷିତ ଭାବେ ହାତୀକୁ ଘଉଡାଇବାର ପ୍ରୟାସ ଜାରି ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ଆରମ୍ଭ: ଭାଗ ନେଲେ ୧୪୦୦ ରେସଲର

ଗୋଣ୍ଡା,୧୦ା୫: ଜାତୀୟ ଓପନ ର଼୍ୟାଙ୍କିଙ୍ଗ୍‌ ଟୁର୍ନାମେଣ୍ଟ ରବିବାର ଆରମ୍ଭ ହୋଇଯାଇଛି। ଜାତୀୟ କ୍ୟାମ୍ପ୍ସ ଏବଂ ଭବିଷ୍ୟତରେ ହେବାକୁ ଥିବା ଅନ୍ତର୍ଜାତୀୟ ପ୍ରତିଯୋଗିତା ଚୟନ ପାଇଁ ଜାତୀୟ ଓପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri