ପାଟଣା ରେଞ୍ଜରେ ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଉଜାଡ଼ିଲେ ଫସଲ

ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ସାଉଥ୍‌ ବିଟ୍‌ରେ ୧ ସପ୍ତାହରୁ ଊଦ୍ଧର୍‌ବ ସମୟ ହେବ ୨୬ ଟିକିଆ ଝାଡ଼ଖଣ୍ଡୀ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ସୋମବାର ବିଳମ୍ବିତ ରାତିରେ ହାତୀପଲ କୁଚିଆବେଡ଼ା ଓ ପଳାସପଡ଼ା ଗାଁରେ ପଶି ବ୍ୟାପକ ଧାନ ଫସଲ ଖାଇ ନଷ୍ଟ କରିଛନ୍ତି। ଏଥିସହ କୁଚିଆବେଡ଼ା ଗ୍ରାମର ନିରଞ୍ଜନ ମୁଣ୍ଡାଙ୍କ ଘର ଭାଙ୍ଗିଥିଲେ। ଏହି ସମୟରେ ଘରେ ଶୋଇଥିବା ୪ ବର୍ଷର ଶିଶୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ମଙ୍ଗଳବାର ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜ୍‌ ଟିକାଶୀଲ ଜଙ୍ଗଲରେ ଡେରା ପକାଇଛନ୍ତି। ଗାଁ ନିକଟରେ ହାତୀପଲ ଥିବାରୁ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ଖୁବ୍‌ଶୀଘ୍ର ଏ ଅଞ୍ଚଳରୁ ହାତୀପଲଙ୍କୁ ଘଉଡ଼ାଇବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri