ପାଟଣା ରେଞ୍ଜରେ ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଉଜାଡ଼ିଲେ ଫସଲ

ପାଟଣା,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ସାଉଥ୍‌ ବିଟ୍‌ରେ ୧ ସପ୍ତାହରୁ ଊଦ୍ଧର୍‌ବ ସମୟ ହେବ ୨୬ ଟିକିଆ ଝାଡ଼ଖଣ୍ଡୀ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ସୋମବାର ବିଳମ୍ବିତ ରାତିରେ ହାତୀପଲ କୁଚିଆବେଡ଼ା ଓ ପଳାସପଡ଼ା ଗାଁରେ ପଶି ବ୍ୟାପକ ଧାନ ଫସଲ ଖାଇ ନଷ୍ଟ କରିଛନ୍ତି। ଏଥିସହ କୁଚିଆବେଡ଼ା ଗ୍ରାମର ନିରଞ୍ଜନ ମୁଣ୍ଡାଙ୍କ ଘର ଭାଙ୍ଗିଥିଲେ। ଏହି ସମୟରେ ଘରେ ଶୋଇଥିବା ୪ ବର୍ଷର ଶିଶୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ମଙ୍ଗଳବାର ମୟୂରଭଞ୍ଜ ଜିଲା କରଞ୍ଜିଆ ରେଞ୍ଜ୍‌ ଟିକାଶୀଲ ଜଙ୍ଗଲରେ ଡେରା ପକାଇଛନ୍ତି। ଗାଁ ନିକଟରେ ହାତୀପଲ ଥିବାରୁ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଅଛନ୍ତି ଖୁବ୍‌ଶୀଘ୍ର ଏ ଅଞ୍ଚଳରୁ ହାତୀପଲଙ୍କୁ ଘଉଡ଼ାଇବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କଲା ପାଚିକା, ସହାୟିକା ସଂଘ

ଛତ୍ରପୁର,୧୫।୨(ଡି.ଏନ୍‌.ଏ.): ୧୨ ଦଫା ଦାବି ନେଇ ନିଖିଳ ଓଡ଼ିଶା ଏମ୍‌.ଡି.ଏମ୍‌ ପାଚିକା, ସହାୟିକା ସଂଘର ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ...

୨୦ବର୍ଷ ପରେ ଫେରିଲେ ବିଷ୍ଣୁ

ଢେଙ୍କାନାଳ ଅଫିସ, ୯।୧୧ – ନିଖୋଜର ୨୦ ବର୍ଷ ପରେ ସୁରକ୍ଷିତ ଭାବେ ଘରକୁ ଫେରିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଗୁଣ୍ଡୁରାପଶି ଗ୍ରାମର ବିଷ୍ଣୁ...

କଳାକାର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ପଞ୍ଜୀକରଣ ଦେୟ ଆଦାୟକୁ ନେଇ କଳାକାର ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ କଳାକାରମାନେ କାମ ନ...

ବିସିସି ବ୍ୟାଙ୍କ କୃଷିଋଣ ପ୍ରଦାନ କରିଛି ୨୦୭.୧୭ କୋଟି

ବ୍ରହ୍ମପୁର ଅଫିସ,୨ା୮- ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷ ଖରିଫ ଧାନ ଚାଷ ନିମନ୍ତେ କୃଷିଋଣ ପ୍ରଦାନ ଜୁଲାଇ ୩୧ରେ ଶେଷ...

ଓଡ଼ିଶା, ଝାଡ଼ଖଣ୍ଡରେ ହେବ ୪୧ ମେଗାୱାଟ୍‌ ସୋଲାର୍‌ ପ୍ରକଳ୍ପ

ଯାଜପୁର ଅଫିସ,୩୦।୧୦: ଓଡ଼ିଶା ଓ ଝାଡ଼ଖଣ୍ଡରେ ଗ୍ରୀଡ୍‌ ସଂଯୋଗ ଭିିତ୍ତିକ ୪୧ ମେଗାୱାଟ କ୍ଷମତା ବିଶିଷ୍ଟ ସୋଲାର୍‌ ପ୍ରକଳ୍ପ ସ୍ଥାପନ କରିବାକୁ ଟାଟା ଷ୍ଟିଲ୍‌ ଓ...

ତାରାତାରିଣୀଙ୍କୁ ଦର୍ଶନ ପାଇଁ ଗାଇଡ୍‌ଲାଇନ୍‌ ଜାରି

ଛତ୍ରପୁର,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ଥିବା ମା’ ତାରାତାରିଣୀ ମନ୍ଦିର ରବିବାରଠାରୁ ଜନସାଧାରଣଙ୍କ ଦର୍ଶନ ଲାଗି ଗାଇଡ୍‌ଲାଇନ୍‌ ଅନୁସାରେ ହେବ। ଏନେଇ ଶନିବାର ଜିଲାପାଳ...

ସପ୍ତମ ଦିନରେ ଆମରଣ ଅନଶନ:୮ ଗୁରୁତରଙ୍କୁ ଚିକିତ୍ସାଳୟରେ ଭର୍ତ୍ତି

ଚମ୍ପୁଆ,୨୩ା୬(ଡି.ଏନ.ଏ.)-ଚମ୍ପୁଆ ଉପଜିଲାପାଳ କାର୍ଯ୍ୟାଳୟ ଠାରେ ଏସ୍‌ଆର୍‌ କମ୍ପାନୀର ମନମୁଖୀ କାର୍ଯ୍ୟକୁ ବିରୋଧ କରି ବଡକାଳିମାଟି ଗ୍ରାମବାସୀଙ୍କ ଦ୍ୱାରା ଚାଲିଥିବା ଆନ୍ଦୋଳନ ସପ୍ତମ ଦିନରେ ପହଞ୍ଚିଛି। ଏହାଫଳରେ...

ଥମୁନି ହାତୀ ଉପଦ୍ରବ: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଠାକୁରମୁଣ୍ଡା,୨୨।୧୨ (ଡି.ଏନ.ଏ.) -କେନ୍ଦୁଝର ଜିଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳର ବିଭିନ୍ନ ଗ୍ରାମରେ ହାତୀ ଉପଦ୍ରବ ଲାଗି ରହିଛି। ରାତି ହେଲେ ହାତୀପଲ ଜଙ୍ଗଲ ତଳି ଇଲାକାର...

Advertisement


Archives

Model This Week