ହାତୀ ଉପଦ୍ରବ: ନଷ୍ଟ କଲେ ଏକର ଏକର ଧାନଫସଲ

ପାଟଣା,୧୬ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଉଦୟପୁର ବିଟ୍‌ ଅଞ୍ଚଳର ବିନିଦା, ବାଲିପଶି ଓ ମଙ୍ଗଳପୁର ଗାଁରେ ୨୨ଟି ବଣୁଆ ହାତୀ ଉପଦ୍ରବ କରିଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଏହି ୨୨ ଟିକିଆ ହାତୀପଲ ଜଣଙ୍କ ପାଇଖାନା ଘର ଭାଙ୍ଗିବା ସହ ଏକର ଏକର ଧାନଫସଲ ସହ ପରିବା କିଆରିରେ ପଶି ଦଳିଚକଟି ନଷ୍ଟ କରିଛନ୍ତି। ଉକ୍ତ ହାତୀପଲ କରଞ୍ଜିଆ ରେଞ୍ଜରୁ ଆସି ଉଦୟପୁର ବିଟ୍‌ରେ ଉପଦ୍ରବ ଘଟାଇ ପୁଣି କରଞ୍ଜିଆ ରେଞ୍ଜର ବଡ଼ ଦେଉଳି ଜଙ୍ଗଲକୁ ଚାଲି ଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଆରପିଏଫ୍‌ ତରଫରୁ କରୋନା ସଚେତନତା

ଖପ୍ରାଖୋଲ, ୧୪ା୪(ଡି.ଏନ.ଏ.): ସିଆରପିଏଫ୍‌ ତରଫରୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକର ବିଭିନ୍ନ ଗାଁରେ କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା...

କଳାହାଣ୍ଡିର ୪ ଚାଇନା ଫେରନ୍ତାଙ୍କ ଉପରେ ତୀକ୍ଷ୍ଣ ନଜର: ୩ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିଠି ଲେଖିଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଭବାନୀପାଟଣା,୧୬।୨(ଡି.ଏନ୍‌.ଏ.): ଚାଇନାରେ ବ୍ୟାପିଥିବା କରୋନା ଭାଇରସ୍‌ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏ ନେଇ କଳାହାଣ୍ଡି ଜିଲାରେ ମଧ୍ୟ ସତର୍କତା ଅବଲମ୍ବନ କରାଯାଇଛି।...

ଘରକୁ ଫେରିବେ ଯାଜପୁରର ୬୨ ଶ୍ରମିକ

ଜଳେଶ୍ୱର, ୧ା୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର କ୍ୱାରାଣ୍ଟାଇନ ସେଣ୍ଟରରେ ୩୦ଦିନ ଧରି ରହିଥିବା ଯାଜପୁର ଅଞ୍ଚଳର ୬୨ଶ୍ରମିକ ଆଗାମୀ ଦୁଇ ଦିନ ମଧ୍ୟରେ ଘରକୁ ଫେରିଯିବେ। ଏ...

ଶ୍ରୀଲୋକନାଥଙ୍କ ପୀଠରେ ଜଳ ଲାଗିକଲେ ୩୨ ହଜାର କାଉଡ଼ିଆ

ପୁରୀ ଅଫିସ, ୨୯ା୭: ଶ୍ରାବଣ ମାସ ଦ୍ୱିତୀୟ ସୋମବାର ଶ୍ରୀଲୋକନାଥଙ୍କ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ ହୋଇଥିଲା। ରାଜ୍ୟର ବିଭିନ୍ନ ନଦୀରୁ ଜଳ ଆଣି ୩୨,୩୦୦...

ବଜ୍ରପାତରେ ୨ ଗୁରୁତର

ଚମ୍ପୁଆ,୨୮ା୫ (ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ପତଳା ଗ୍ରାମରେ ଗୁରୁବାର ସକାଳେ ବଜ୍ରପାତରେ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାର୍ବତୀ ପାତ୍ର ଓ...

୩ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ରାଉରକେଲା ଅଫିସ,୧୪ା୧୧: ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ସୁନ୍ଦରଗଡ଼ ସୀମାନ୍ତରେ ଦୀର୍ଘଦିନ ଧରି ପିଏଲ୍‌ଏଫ୍‌ଆଇ ନଁ।ରେ ଆତଙ୍କ ସୃଷ୍ଟି କରୁଥିବା ୩ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରାଉରକେଲା ପୋଲିସ...

ସରପଞ୍ଚଙ୍କ ନିଷ୍ପତ୍ତିକୁ ମାନିଲାନି ପ୍ରଶାସନ: ଜିଲାପାଳ କ୍ଷମତା ଫେରାଇନେବାକୁ କହିଲେ ସରପଞ୍ଚ

ଟିକିରି,୨୨ା୫:ପ୍ରତ୍ୟେକ ପଞ୍ଚାୟତରେ କରୋନା ସଂକ୍ରମଣକୁ ରୋକିବା ଏବଂ ସରପଞ୍ଚମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟର ସମସ୍ତ ସରପଞ୍ଚଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ଏହି...

ମିନିଷ୍ଟାଡ଼ିୟମ୍‌ ପରିଦର୍ଶନ କଲେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ

ବାଲେଶ୍ୱର ଅଫିସ, ୩।୯-ବାଲେଶ୍ୱର ବିଜୁ ଛାତ୍ର ଜନତା ଦଳ ତରଫରୁ ଜିଲାସଭାପତି ସିମନ ଦାସ ମହାପାତ୍ରଙ୍କ ନେତୃତ୍ୱରେ ରାଜ୍ୟ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ...

Advertisement


Archives

Model This Week