ଆଖି ବୁଜିଲା ହାତୀ ପ୍ରେମା

ବାରଙ୍ଗ,୨୮।୧୦(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣ ସାଜିଥିବା ମାଈ ହାତୀ ପ୍ରେମା ଶୁକ୍ରବାର ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛି। ନନ୍ଦନକାନନ କର୍ତ୍ତୃପକ୍ଷ ଓ ଡାକ୍ତରମାନଙ୍କ ଦ୍ୱାରା ଚାଲିଥିବା ଚିକିତ୍ସା କ୍ଷେତ୍ରରେ ସବୁପ୍ରକାର ଉଦ୍ୟମ କରାଯାଇଥିଲେ ମଧ୍ୟ ପ୍ରେମାକୁ ବଞ୍ଚାଇବାରେ ସକ୍ଷମ ହୋଇପାରି ନାହାନ୍ତି। ଅପରାହ୍ନ ୩ଟାରେ ତା’ର ମୃତ୍ୟୁ ହୋଇଛି।

ପ୍ରେମାର ମୃତ୍ୟୁ ପରେ ନନ୍ଦନକାନନରେ ହାତୀ ସଂଖ୍ୟା ହ୍ରାସ ପାଇ ୩ରେ ପହଞ୍ଚିଛି। ବାର୍ଦ୍ଧକ୍ୟଜନିତ କାରଣରୁ ପ୍ରେମା ଗତ ୩ ମାସ ଧରି ଅସୁସ୍ଥ ହେବା ଆରମ୍ଭ ହୋଇଥିଲା। ଗୁରୁବାର ତଳେ ପଡିଯାଇ ଚେଷ୍ଟା ସତ୍ତ୍ୱେ ଉଠିପାରି ନ ଥିଲା। ଓୟୁଏଟି, ଦିଲ୍ଲୀ ଓ ଆସାମର ବିଶେଷଜ୍ଞମାନଙ୍କ ପରାମର୍ଶକ୍ରମେ ପ୍ରେମାର ଚିକିତ୍ସା କରାଯାଇଥିଲା। ତେବେ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜିତ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri