ବସ୍‌କୁ ଠେଲି ନେଲା ଦନ୍ତା

ବାରିପଦା ଅଫିସ,୯।୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଟିକପଦା ରାସ୍ତାରେ ରବିବାର ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଗୋଡ଼ାଇବା ସହ ଠେଲି ଠେଲି ୫୦ ମିଟର ଆଗକୁ ନେଇଯାଇଥିଲା। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ବସ୍‌ଟିର ପଛପାର୍ଶ୍ୱ ଆଂଶିକ ଭାଙ୍ଗିଯାଇଥିବା ବେଳେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ପ୍ରକାଶ ଯେ, ବାଲେଶ୍ୱର ଜିଲା ଓଲମରାରୁ ଉକ୍ତ ବସ୍‌ ରାସଗୋବିନ୍ଦପୁର ଆସୁଥିବା ସମୟରେ ଟିକପଦାଠାରେ ଦନ୍ତାହାତୀଟି ଆକ୍ରମଣ କରିଥିଲା। ବସ୍‌ ପଛପାର୍ଶ୍ୱରୁ ପ୍ରାୟ ୫୦ରୁ ୧୦୦ ମିଟର ପର୍ଯ୍ୟନ୍ତ ହାତୀ ଠେଲି ଠେଲି ନେଇଥିଲା। ଏଥି ଯୋଗୁ ଆତଙ୍କିତ ହୋଇପଡ଼ିଥିବା ଯାତ୍ରୀମାନେ ଚିତ୍କାର କରିଥିଲେ। ତେବେ ବସ୍‌ ଡ୍ରାଇଭର ଚତୁରତାର ସହ ଗାଡ଼ିକୁ ନେଇ ପଳାଇଯିବାରୁ ଯାତ୍ରୀମାନଙ୍କର କିଛି ଅସୁବିଧା ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ପେଟ୍ରୋଲ ପମ୍ପରୁ ଲୁଟିନେଲେ

ବାରିପଦା ଅଫିସ/ବୈଶିଙ୍ଗା,୧୧ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବଡ଼ସାହି-ମାଣତ୍ରୀ ରାସ୍ତାର ମାଳହାତୀଠାରେ ଥିବା ଇଣ୍ଡିଆନ ଅଏଲ୍‌ ପେଟ୍ରୋଲ ପମ୍ପ କର୍ମଚାରୀଙ୍କୁ କିଛି ଦୃର୍ବୃତ୍ତ ବନ୍ଧୁକ ଦେଖାଇ ୭ହଜାର ଟଙ୍କା...

ଆସୁଛି ଆଉ ଏକ ପଶ୍ଚିମାଝଡ଼

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆସୁଛି ଆଉ ଏକ ପଶ୍ଚିମାଝଡ଼। ଆସନ୍ତା ୨୬ରୁ ପଶ୍ଚିମା ଝଡ-ପ୍ରଭାବରେ ରାଜ୍ୟରେ ବର୍ଷା, ବିଜୁଳି ଘଡଘଡି ସହ ଝଡ-ପବନ ଘଣ୍ଟା ପ୍ରତି ୩୦ ରୁ...

ବିଧାୟକଙ୍କ ଗାଡ଼ି ଧକ୍କାରେ ଶିକ୍ଷକ ଗୁରୁତର

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ, ୨୨।୩(ଡି.ଏନ.ଏ.)- ୧୬ ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ନିକଟରେ ସୋମବାର ଅପରାହ୍ନରେ ବାଲେଶ୍ୱର ଜିଲା ରେମୁଣା ବିଧାୟକଙ୍କ ଗାଡ଼ି ଧକ୍କାରେ ଜଣେ ଶିକ୍ଷକ...

ସଙ୍କଳ୍ପବଦ୍ଧ ହୋଇ କାର୍ଯ୍ୟ କରିବାକୁ ପରାମର୍ଶ

ଅନୁଗୋଳ ଅଫିସ, ୨୮।୯ ଅନୁଗୋଳ ଜିଲାରେ ଜଳସେଚନର ଅନେକ ସମ୍ଭାବନା ରହିଛି। ଏହି ସମ୍ଭାବନାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ସମସ୍ତେ ଏକ ଲକ୍ଷ୍ୟ ସ୍ଥିର...

ଓଡ଼ିଶାରୁ କୁମ୍ଭମେଳା ଯାଇଛନ୍ତି ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ଓଡ଼ିଶାରୁ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଉତ୍ତରାଖଣ୍ଡର କୁମ୍ଭମେଳାକୁ ଯାଇଛନ୍ତି। ୧୫୦ରୁ ଊର୍ଦ୍ଧ୍ୱ ପରିବାରରୁ ଏହି ଶ୍ରଦ୍ଧାଳୁ ରହିଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପଞ୍ଜୀକରଣ...

ସୁନେଇ ଓ କାଳ ବନ୍ଧରୁ ବନ୍ୟା ଜଳ ନିଷ୍କାସନ

କପ୍ତିପଦା,୧୩ା୯(ଡ଼ି.ଏନ୍‌.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରେ ଥିବା ସୁନେଇ ଓ କାଳ ମଧ୍ୟମ ଜଳସେଚନ ପ୍ରକଳ୍ପରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି। ପାଣିପାଗ ବିଭାଗ...

ନାବାଳିକାଙ୍କୁ ଅପହରଣ କରି ବିବାହ ଘଟଣା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ରୂପ୍‌ସା,୫।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବିବାହ କରିଥିବା ଅଭିଯୋଗରେ ସିଂଲା ଥାନା ପୋଲିସ ଶୁକଦେବ ମଲିକ...

୭,୫୦୦ କର୍ମଚାରୀଙ୍କୁ ଛଟେଇ କରିଛି ଟାଟା ପାଓ୍ବାର: କଂଗ୍ରେସ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଲୋକେ ମହମାରୀ କରୋନା ସହ ସଂଘର୍ଷ କରୁଥିବା ବେଳେ ୭,୫୦୦ ବିଦ୍ୟୁତ୍‌ କର୍ମଚାରୀଙ୍କୁ ଟାଟା ପାୱାର ଛଟେଇ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି...

Advertisement
Archives

Model This Week