Posted inରାଜ୍ୟ

ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ, ଗୋଡ଼ିବାରୀଠାରେ ଦେଖିବେ ଦର୍ଶକ

ଭୁବନେଶ୍ବର,୧୩।୧୨: ଆଜି ମାଟି ତଳୁ କଢ଼ାଯିବ ରାମୁ ହାତୀର କଙ୍କାଳ । ଗତ ରବିବାର ଏକ ବିଶେଷଜ୍ଞ ଟିମ୍ ଭରତପୁର ଜଙ୍ଗଲରେ ପହଞ୍ଚି ରାମୁର କବରସ୍ଥଳ ପରିଦର୍ଶନ କରିଥିଲେ । ଚନ୍ଦକା-ଡମପଡ଼ା ଅଭୟାରଣ୍ୟର ସବୁଠୁ ବୟସ୍କ ଓ ବଡ଼ ହାତୀ ଥିଲା ରାମୁ । ଚନ୍ଦକା-ଡମପଡା ଅଭୟାରଣ୍ୟର ଭରତପୁର ସଂରକ୍ଷିତ ଜଙ୍ଗଲରେ ବିଦ୍ୟୁତ ତାର ଆଘାତ ମୃତ୍ୟୁ ଘଟିଥିବା ‘ରାମୁ’ ହାତୀ କଙ୍କାଳକୁ ବୈଜ୍ଞାନିକ ପଦ୍ଧତିରେ ସଂରକ୍ଷଣ କରାଯିବ।

୨୦୨୪ ଅଗଷ୍ଟ ୧୯ ତାରିଖରେ ବିଦ୍ୟୁତ ଆଘାତରେ ରାମୁର ମତ୍ୟୁ ହୋଇଥିଲା। ତାହାକୁ ଚନ୍ଦକା ସ୍ଥିତ ଗୋଡ଼ିବାରୀଠାରେ ଦର୍ଶକଙ୍କ ପାଇଁ ରଖାଯିବ। ଅଭୟାରଣ୍ୟରେ କଙ୍କାଳ ସବୁକୁ ଖଞ୍ଜାଯିବା ପରେ କେମିକାଲ ଦିଆଯାଇ ଏକ କାଚ ଧରେ ରଖାଯିବ ।

ପ୍ରାଣୀ ବିଜ୍ଞାନୀ ଡ. ଶିବ ପ୍ରସାଦ ପରିଡାଙ୍କ ନେତୃତ୍ୱରେ ୨୫ଜଣିଆ ଟିମ୍ ଗଠନ କରାଯାଇଛି । ଆଜି ମାସର ଦ୍ବିତୀୟ ଶନିବାର ଛୁଟି ହୋଇଥିବା କାରଣରୁ କବର ଖୋଳାଯାଇ କଙ୍କାଳ ଉଦ୍ଧାର କରିବା ପାଇଁ ସମୟ ଧାର୍ଯ୍ୟ କରାଯାଇଛି । ରାମୁର କଙ୍କାଳ ସଂରକ୍ଷଣ ପାଇଁ ବିଭିନ୍ନ ମହଲରୁ ଦାବି ହୋଇଥିବା ବେଳେ ବିଭାଗୀୟ ଅନୁମତି ମିଳିବା ପରେ ସଂରକ୍ଷଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡୁ ଚାଷବେଳେ ହଠାତ୍‌ ମାଡିଆସିଲା ଭୟଙ୍କର ବର୍ଷା, ପବନ: ଗଛ ମୂଳେ ଆଶ୍ରୟ ନେଇଥିବା ୩ ମହିଳାଙ୍କୁ ମାରିଲା ବିଜୁଳି

  ଥୁଆମୂଳ ରାମପୁର, ୧୭।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଡୁମେରପଦର ଗ୍ରାମର ନୁନ ପାଣି ପାହାଡ଼ ନିକଟରେ ଆଜି ଏକ…

ଦିଗପହଣ୍ଡି ଏନଏସି ପକ୍ଷରୁ ଜନସମ୍ପର୍କ କାର୍ଯ୍ୟକ୍ରମ ଶୁଭାରମ୍ଭ; ନାଗରିକଙ୍କ ସହଭାଗିତା, ସଚେତନତା, ସୁଶାସନ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସହରରେ ଜନ ସମ୍ପର୍କ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଏନଏସି କାର୍ଯ୍ୟାଳୟ ସମ୍ମିଳନୀ…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

ଧୂଷୁରୀପଙ୍ଗଟା ମୁଖ୍ୟରାସ୍ତାରେ ମଦ ଦୋକାନ ପୁନଃସ୍ଥାପନକୁ ବିରୋଧ: ଜିଲାପାଳଙ୍କୁ ଭେଟି ଦାବିପତ୍ର

ଅସୁରାଳି, ୧୭।୬ (ସନ୍ତୋଷ ସାହୁ): ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀପଙ୍ଗଟା ମୁଖ୍ୟ ରାସ୍ତାପାର୍ଶ୍ୱରେ ସରକାରୀ ଦେଶୀ ଓ ବିଦେଶୀ ମଦ ଦୋକାନକୁ ପୁନର୍ବାର ସ୍ଥାପନ ନ କରିବା…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri