Posted inଫୁରସତ

ହାତୀର ସୂର୍ଯ୍ୟ ନମସ୍କାର ଫଟୋ ଭାଇରାଲ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏହ ହାତୀ ସୂର୍ଯ୍ୟ ନମସ୍କାର କରୁଥିବା ଦୃଶ୍ୟ ଦେଖିବାକୁ ମିଳୁଛି।
ଏହି ଫଟୋକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ରିଟୁଇଟ କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶହେ ଟଙ୍କା ପାଇଁ ୭୭ହଜାର ଟଙ୍କା ହରେଇଲେ ଇଞ୍ଜିନିୟର

ପାଟନା,୨୩।୯: ଲଗାତାର କିଛି ଦିନରୁ ଲୋକମାନେ ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇ ଠକେଇର ଶିକାର ହେଉଥିବା ଘଟଣା ସାମ୍ନାକୁ ଆସିଛି। ଏହି କ୍ରମରେ ଜଣେ ଇଞ୍ଜିନିୟର ମଧ୍ୟ...

୮ସ୍ତ୍ରୀଙ୍କ ସହ ଗୋଟିଏ ଘରେ ରୁହନ୍ତି ଟାଟୁ ଆର୍ଟିଷ୍ଟ, ଜାଣନ୍ତୁ ଜଣଙ୍କ ପରେ ଜଣେ କିପରି ପଡ଼ିଥିଲେ ପ୍ରେମରେ

ଅନେକ ଲୋକ ଗୋଟିଏ କିମ୍ବା ୨ ଟି ବିବାହ କରନ୍ତି ମାତ୍ର ଏକା ସାଥୀରେ ଜଣେ ପୁରୁଷ ୮ ଜଣ ସ୍ତ୍ରୀଙ୍କ ସହ ରହିବା ଘଟଣା...

ପ୍ରଥମ ଦେଖାରେ ସୋନିଆଙ୍କ ପ୍ରେମରେ ପଡ଼ିଥିଲେ ରାଜୀବ ଗାନ୍ଧୀ, ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ପ୍ରେମ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀ। ସେ ୨୦ ଅଗଷ୍ଟ ୧୯୪୪ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ୧୯୯୧ ନିର୍ବାଚନ...

ବିଶ୍ୱର ସବୁଠାରୁ ମହଙ୍ଗା ଜେଲ୍‌: କଏଦୀଙ୍କ ପାଇଁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା

ଜେଲ୍‌ର ନାଁ ଶୁଣିଲେ ଆପଣା ଛାଏଁ ମନକୁ ଆସେ ସେଠାକାର ରହିବା ଓ ଖାଇବା କେମିତି ହୋଇଥିବ। ହେଲେ କ୍ୟୁବାରେ ଏମିତି ଏକ ଜେଲ୍‌ ଅଛି...

ଜିରାଫର ବେକ ଲମ୍ବା କାହିଁକି ଜାଣନ୍ତି

ଚିଡ଼ିଆଖାନା ହେଉ କିମ୍ବା କୌଣସି ଜାତୀୟ ଉଦ୍ୟାନ, ଜିରାଫକୁ ନିଶ୍ଚିତ ଦେଖିଥିବେ। ଏହ ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲମ୍ବା। ଜିରାଫର ଲମ୍ବା ବେକ, ଗୋଡ଼ ଏବଂ...

୪ ବର୍ଷରେ ନାସାକୁ ମିଳିଛି ୧୭ ନୂଆ ଗ୍ରହର ସନ୍ଧାନ: ଗୋଟିଏରେ ଏଲିଅନ୍‌ ଥିବା ସମ୍ଭାବନା !

ଟରଣ୍ଟୋ,୨୯।୨: ପୃଥିବୀ ଭଳି ଅନ୍ୟ ବାସ ଉପଯୋଗୀ ଗ୍ରହର ସନ୍ଧାନ ପାଇଁ ମହାକାଶ ବିଜ୍ଞାନୀମାନେ ଉଦ୍ୟମ ଜାରି ରଖିଛନ୍ତି। ଏହି ମର୍ମରେ ନାସା ମଧ୍ୟ ମହାକାଶ...

କରୋନା ଟିକା ଲଗାଇବା ପରେ ଖୁସିରେ ନାଚିଲେ ଏହି ପଞ୍ଜାବୀ ବ୍ୟକ୍ତି, ଭିଡିଓ ଭାଇରାଲ ପରେ…

କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ନେଇ ବିଶ୍ୱରେ ଟିକାକରଣ ପ୍ରକିୟା ଜାରି ରହିଛି। ପ୍ରଥମେ ଟିକାକୁ ନେଇ ଲୋକଙ୍କ ମନରେ ଡର ଥିଲା। ହେଲେ ଏହା...

ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ: ବାସହରାଙ୍କ ସାହାରା ପାଲଟିଛନ୍ତି ସୁଖବିନ୍ଦର

ସିଡ୍‌ନୀ,୧୧।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ନିଆଁ ଲାଗିବା ଫଳରେ ସେଠାରେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଥିବା ବେଳେ ଅଧିକାଂଶ ବନ୍ୟଜନ୍ତୁଙ୍କ ମୃତ୍ୟୁ ମଧ୍ୟ ହେଲାଣି। ଏହି ସମୟରେ...

Advertisement
Archives

Model This Week