Categories: ଫୁରସତ

ହାତୀର ସୂର୍ଯ୍ୟ ନମସ୍କାର ଫଟୋ ଭାଇରାଲ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ଏହ ହାତୀ ସୂର୍ଯ୍ୟ ନମସ୍କାର କରୁଥିବା ଦୃଶ୍ୟ ଦେଖିବାକୁ ମିଳୁଛି।
ଏହି ଫଟୋକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ରିଟୁଇଟ କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

Share