ମୋରଡ଼ା-ବାଘଡ଼ା ରାସ୍ତାରୁ ମିଳିଲା ହାତୀ ଦାନ୍ତ

ଚିତ୍ରଡ଼ା,୨୯ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା-ବାଘଡ଼ା ରାସ୍ତାରୁ ରବିବାର ବନବିଭାଗ ଦୁଇଟି ଭଙ୍ଗା ହାତୀ ଦାନ୍ତ ଉଦ୍ଧାର କରିଛି। ଶୁକ୍ରବାର ରାତିରେ ୪୩ ଝାଡ଼ଖଣ୍ଡୀ ହାତୀ ବେତନଟୀ ରେଞ୍ଜ ଓ ଡାଙ୍ଗରବିଲା ଦେଇ ଚିତ୍ରଡ଼ା, ଅସ୍ତିଆ, ଘୋଳମୁହାଁ ହୋଇ ପଶ୍ଚିମବଙ୍ଗକୁ ଯାଇଥିଲେ। ବାଘଡ଼ା ଜଙ୍ଗଲ ମଝିରେ ଯାଇଥିବା ପିଡବ୍ଲ୍ୟୁଡି ରାସ୍ତାରେ ଏକ ଦନ୍ତା ହାତୀ ରାଗିଯାଇ ଦାନ୍ତ ଦ୍ୱାରା ରାସ୍ତାକୁ ଭୁଷା ମାରିଥିଲା। ଫଳରେ ତାର ଦୁଇଟି ଦାନ୍ତ ଭାଙ୍ଗିଯାଇ ରାସ୍ତା ଉପରେ ପଡ଼ିିଥିଲା। ଖବରପାଇ ରାସଗୋବିନ୍ଦପୁର ରେଞ୍ଜର ପ୍ରଶାନ୍ତ କୁମାର ବେହେରା ଏହି ଦାନ୍ତକୁ ଜବତ କରିଥିଲେ। ଜବତ ଦାନ୍ତ ମଧ୍ୟରୁ ଗୋଟିଏର ଓଜନ ୧୮୫ ଗ୍ରାମ ହୋଇଥିବା ବେଳେ ଅନ୍ୟଟି ୧୮ ଗ୍ରାମର ବୋଲି ବନ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri