ବିଷ୍ଣୁପୁରରେ ହାତୀ ଆତଙ୍କ

ବୌଦ୍ଧ,୧୧ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସମ୍ପୋଚ ଗ୍ରାମ ନିକଟ ବିଷ୍ଣୁପୁର ଗ୍ରାମରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗାମବାସୀ ଭୟଭୀତ ହୋଇଥିବା ଜଣାପଡ଼ିଛ।
ଶନିବାର ସକାଳୁ ୩ଟି ହାତୀକୁ ଗ୍ରାମ ମୁଣ୍ଡରେ ଦେଖିବାକୁ ମିଳିଥିଲା। ଏହି ହାତୀଙ୍କ ମଧ୍ୟରେ ୨ଟି ବଡ଼ ହାତୀ ଥିବା ବେଳେ ଗୋଟିଏ ଛୁଆ ହାତୀ ଥିବା ଜଣାପଡ଼ିଛି। ହାତୀଗୁଡିକ ମହାନଦୀ ପାର୍‌ ହୋଇ ଚାଲିଆସିଥିବା ଗ୍ରାମବାସୀ ସୂଚନା ଦେଇଛନ୍ତି। ଖବର ପାଇ ବୌଦ୍ଧ ବନବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ହାତୀମାନଙ୍କୁ ଘଉଡ଼ାଇବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଣ୍ଡି ହେଲା ଥାନା, ସ୍ଥିତି ଯେମିତିକି ସେମିତି

ମୁରିବାହାଲ, ୪।୩ (ଡି.ଏନ୍‌.ଏ.) – ରାଜ୍ୟ ସରକାର ଗ୍ରାମାଞ୍ଚଳରୁ ସହର ପର୍ଯ୍ୟନ୍ତ ଆଇନଶୃଙ୍ଖଳା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ପୋଲିସ ସେବାକୁ କ୍ରିୟାଶୀଳ କରୁଛନ୍ତି। ନୂତନ...

୬ ହୋଟେଲ ସିଲ୍‌ କଲା ପ୍ରଶାସନ

ବାସୁଦେବପୁର,୧୬ା୭(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର ସହରରେ କୋଭିଡ୍‌-୧୯ ଆଇନର ଉଲ୍ଲଂଘନ କରି ଚାଲିଥିବା ୬ଟି ହୋଟେଲକୁ ବୁଧବାର ପ୍ରଶାସନ ସିଲ୍‌ କରିଛି। ଏହି ହୋଟେଲଗୁଡ଼ିକରେ ଲୋକଙ୍କୁ...

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ...

୨୧ରେ ବିଧାନସଭା ସମ୍ମୁଖରେ ଧାରଣା

ତାଳଚେର, ୧୪ା୨ (ନି.ପ୍ର.): ତାଳଚେର-ପାଲଲହଡା ଓ ପରଜଙ୍ଗ ଅଞ୍ଚଳକୁ ନେଇ ତାଳଚେରକୁ ଜିଲା ଘୋଷଣା କରିବା ଦାବିରେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ତାଳଚେର କ୍ରିୟାନୁଷ୍ଠାନ କମିଟି...

ଗୋରୁପଲଙ୍କ ଉପରେ ଡମ୍ପର ମାଡ଼ିଗଲା: ୫ ମୃତ, ଚାଳକ ଗିରଫ

ଶଙ୍କରାଖୋଲ,୨୯ା୮ (ଡି.ଏନ୍‌.ଏ)-ଚକାପାଦ ଥାନା ପସରା ନିକଟରେ କଡ଼ିକାଡୁ ଘାଟିର ପାଣିପକା ବୁଲାଣିଆ ରାସ୍ତାରେ ବୁଧବାର ଦିନ ଗୋରୁ ପଲଙ୍କ ଉପରେ ବାଲି ବୋଝେଇ ଡମ୍ପର ମାଡିଯିବାରୁ...

ଗୁମ୍ମାକୁ ଫେରିବେ ୪୫୦୦ ଶ୍ରମିକ

ଗୁମ୍ମା,୨ା୫: ରାଜ୍ୟ ବାହାରେ ଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକ୍ରିୟା ଜାରି ରହିଛି। ଶ୍ରମିକମାନଙ୍କୁ ନାମ ପଞ୍ଜୀକରଣ କରିବାକୁ ସରକାରଙ୍କ ପକ୍ଷରୁ...

ନିଯୁକ୍ତି ଦାବିରେ କାରଖାନା ଆଗରେ ଧାରଣା

ଖୁଣ୍ଟୁଣୀ,୧୮ା୧( ଡି.ଏନ.ଏ .): ଖୁଣ୍ଟୁଣୀ ଥାନା ଅଧୀନ ରାଧାଶ୍ୟାମପୁରଠାରେ ପ୍ରତିଷ୍ଠିତ ଏକ ସିମେଣ୍ଟ କାରଖାନାକୁ ଜମି ଦେଇ ନିଯୁକ୍ତି ଓ ଅନ୍ୟାନ୍ୟ ସୁବିଧା ପାଇ ନ...

ଛୁଟିଦିନରେ ବି ନେତାଜୀ ସଂଗ୍ରହାଳୟ ଖାଁ ଖାଁ

ପୁରୀ ଅଫିସ,୨୦।୧: ଦୀର୍ଘ ୩ ବର୍ଷ ଧରି ଅଦାଲତି ବିବାଦରେ ଛନ୍ଦି ହେବା ପରେ ଗତବର୍ଷ ଜାନୁୟାରୀ ୧୫ରେ ଲୋକାର୍ପିତ ହୋଇଥିଲା ନେତାଜୀ ସଂଗ୍ରହାଳୟ। ଇତିମଧ୍ୟରେ...

Advertisement
Archives

Model This Week