କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ ଓ ଦୁର୍ଗାପାଙ୍ଗା ସେକ୍ସନର କିଛି ଅଞ୍ଚଳରେ ଉତ୍ପାତ କରୁଛନ୍ତି ୮ଟିକିଆ ହାତୀପଲ। ରାୟଗଡ଼ା ଜିଲା ଚନ୍ଦ୍ରପୁର ଅଞ୍ଚଳରୁ ୮ଟିକିଆ ହାତୀପଲ ଲାସେରୀ ଓ ଦୁର୍ଗାପାଙ୍ଗା ଅଞ୍ଚଳକୁ ପଶି ଆସିଥିବା ବେଳେ ଅଞ୍ଚଳର କିଛି ଚାଷୀଙ୍କ କପା, ବିରି,ମୁଗ ଆଦି ଫସଲ ହାତୀପଲ ନଷ୍ଟ କରିଥିବା ସୂଚନା ମିଳିଛି। ସେପଟେ ହାତୀର ଗତିପଥ ଉପରେ ତୀକ୍ଷ୍ଣ ନଜର ରଖିବା ସହ ହାତୀ ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ପ୍ରୟାସ ଜାରି ରହିଛି। ଅନ୍ୟପଟେ ଅଞ୍ଚଳବାସୀଙ୍କୁ ସଚେତନ କରାଇବା ସହ କ୍ଷୟକ୍ଷତିର ଆକଳନ କରୁଛି ବନବିଭାଗ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

କଟକ,୬ା୫(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ…

ପଶ୍ଚିମବଙ୍ଗରେ ଭାଜପାର ପ୍ରଚଣ୍ଡ ବିଜୟ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ରାଷ୍ଟ୍ରପତି ଟ୍ରମ୍ପ

ୱାଶିଂଟନ/କଲିକତା,୫।୫: ପଶ୍ଚିମବଙ୍ଗ ବିଧାନସଭା ର୍ନିବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଐତିହାସିକ ବିଜୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଘର ସିଡି ପାହାଚରୁ ଖସିପଡ଼ିଲେ, ଚାଲିଗଲା ଆଇଟିଆଇ ଛାତ୍ରଙ୍କ ଜୀବନ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିର ଆଦିତ୍ୟ ମହାରଣା (୧୭) ଘର ଛାତ ସିଡ଼ି ପାହାଚରୁ ଖସି ସୋମବାର ଅପରାହ୍ନ…

ତ୍ରିଶାଙ୍କୁ ବିବାହ କରିବେ ଥାଲାପତି ବିଜୟ? ନିର୍ୱାଚନ ଜିତିବା ପରେ ଜଣାପଡିଲା…

ମୁମ୍ୱାଇ: ଥାଲାପତି ବିଜୟ ଏବଂ ତ୍ରିଶା କୃଷ୍ଣନ ସେମାନଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ନିରନ୍ତର ଶିରୋନାମାରେ ଅଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମରୁ ଆରମ୍ଭ କରି ଗୁଜବ ପର୍ଯ୍ୟନ୍ତ,…

ଡିଜିଟାଲ ଇଣ୍ଡିଆ ନାରା ପ୍ରହସନ: ନେଟୱର୍କ ପାଇଁ ଗଛ ଉପରେ ମଞ୍ଚା, ବିପଦସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି କୋମଳମତି ଶିଶୁ

ଥୁଆମୂଳ ରାମପୁର,୫।୫ (ଦୁର୍ଗା କୀର୍ତ୍ତି): ସମଗ୍ର ଦେଶରେ ଡିଜିଟାଲ ବିପ୍ଳବ ଓ ୫-ଜି ସେବାର ଜୟଗାନ କରାଯାଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରୁ ଆସିଛି…

ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ପ୍ରୋଭିଜନାଲ ପେନସନ ପ୍ରଦାନ କର…

ହାଟଡିହୀ/ଛେନାପଦୀ,୫।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ନରହରି ନାୟକଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରିବା ପାଇଁ ମାନ୍ୟବର ଓଡିଶା ହାଇକୋର୍ଟ…

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍‌’ ବିଲ୍‌ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍‌, ଭିଜିଲାନ୍ସ ତଦନ୍ତ ଦାବି

ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri