ମାନସିକ ପୂର୍ଣ୍ଣ ପାଇଁ ଆସିଥିଲେ ମହିଳା: ହାତୀ ନେଇଗଲା ଜୀବନ

ବାଲିଶଙ୍କରା,୩୦।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଘୋଘର ଗ୍ରାମରେ ସୋମବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମାନସିକ ପୂର୍ଣ୍ଣ ପାଇଁ ଆସିଥିବା ଜଣେ ମହିଳାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ବିଲେଇବାଇ(୪୫)। ବିଲେଇ ଭୋରୁ ଶୌଚ ହେବାପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବରପାଇ ବନବିଭାଗ ଏବଂ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିଲେ। ପରେ ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ସୁନ୍ଦରଗଡ଼ ମୁଖ୍ୟ ଡାକ୍ତରଖାନାକୁ ପଠାଯାଇଛି।
ସୂଚନାଯୋଗ୍ୟ, ଛତିଶଗଡ଼ ସରଖୁଜା ଜିଲା ସୀତାପୁର ଥାନା ବିଷ୍ଣୁପୁର ଗ୍ରାମରୁ ନଅଜଣ ଶ୍ରଦ୍ଧାଳୁ ନିଜ ମାନସିକ ପୂର୍ଣ୍ଣ ପାଇଁ ସୁନ୍ଦରଗଡ଼ ଜଗନ୍ନାଥ ମନ୍ଦିର ଏବଂ ସମଲେଶ୍ୱରୀଙ୍କୁ ଦର୍ଶନ କରି ଫେରୁଥିଲେ। ଫେରିବା ସମୟରେ ରାତି ହୋଇଯିବାରୁ ସେମାନେ ବାଲିଶଙ୍କରା ଗ୍ରାମରେ ଆଶ୍ରୟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri