ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତା

ବାରଙ୍ଗ,୧୨।୨(ଡି.ଏନ୍‌.ଏ.): ନନ୍ଦନକାନନରେ ଫସି ରହିଛି ଜଙ୍ଗଲୀ ଦନ୍ତାହାତୀ। ନନ୍ଦନକାନନ ପଛପଟ ପାଚେରି ଭାଙ୍ଗି ଦନ୍ତା ପରିସରକୁ ପଶିଥିଲା। ଟୟ ଟ୍ରେନ୍‌ ଧାରଣା ଉପରେ ଆସି ବୋଟ୍‌ ଘାଟ ପର୍ଯ୍ୟନ୍ତ ଯାଇ ସେଠାରୁ ବାଘ ସଫାରି ପଛପଟେ ଥିବା ହମିରା ଟାଙ୍କି ନିକଟରେ ଏବେ ରହିଛି। ତେବେ ନନ୍ଦନକାନନର ବିଶେଷ କ୍ଷୟକ୍ଷତି କରିନାହିଁ। ହାତୀକୁ ଘଉଡ଼ାଇବା ପାଇଁ ବନ କର୍ମଚାରୀ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri