ଉପଦ୍ରବ କରୁଥିବା ହାତୀକୁ କରାଗଲା ଟ୍ରାଙ୍କୁଲାଇଜ

ଖୋର୍ଦ୍ଧା ଅଫିସ, ୨।୧୧: ଉପଦ୍ରବ କରୁଥିବା ଅମାନିଆ ହାତୀକୁ ବୁଧବାର ଟ୍ରାଙ୍କୁଲାଇଜ କରାଯାଇଛି। ପରେ ତାକୁ ଟାଙ୍ଗୀ ରେଞ୍ଜ ପଟିଆ ଜଙ୍ଗଲକୁ ବନ ବିଭାଗ ନେଇଛି। ହାତୀକୁ ଟ୍ରକ୍‌ ଯୋଗେ ୧୬ ନମର ଜାତୀୟ ରାଜପଥରେ ନିଆଯାଉଥିବା ବେଳେ ଦେଖିବା ପାଇଁ ରାସ୍ତାର ଉଭୟ ପାର୍ଶ୍ୱରେ ଲୋକଙ୍କ ଭିଡ଼ ଜମିଛି।
ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ଏକ ହାତୀ ପିପିଲି ଟୋଲ ଗେଟ ଦେଇ ଧଉଳି ରାସ୍ତାରେ ଆସି ଲିଙ୍ଗରାଜ ମନ୍ଦିର ନିକଟରେ ପହଞ୍ଚତ୍ ଥିଲା। ହାତୀଟିକୁ ବନବିଭାଗ ଘଉଡ଼ାଇବା ଫଳରେ ହାତୀଟି ଡୁମୁଡୁମା ଅଞ୍ଚଳ ଦେଇ ପାତ୍ରପଡ଼ା ମେଡିଶିନାଲ ଗାର୍ଡେନରେ ପଶିଥିଲା । ତେବେ ହାତୀଟି ସହର ମଧ୍ୟକୁ ପଶି ଆସିଥିବାରୁ ଏହାକୁ ଘଉଡ଼ାଇବାକୁ ବହୁତ ଚେଷ୍ଟା ଚାଲିଥିଲା। ଆଇଗିଣିଆଠାରେ ହାତୀକୁ ଟ୍ରାଙ୍କୁଲାଇଜ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

କଂଗ୍ରେସର ନିର୍ବାଚନ ମଣ୍ଡଳୀସ୍ତରୀୟ କର୍ମୀ ସମ୍ମିଳନୀ: ପଞ୍ଚାୟତ ନିର୍ବାଚନ ପାଇଁ ବ୍ୟାପକ ରଣନୀତି

ଭବାନୀପାଟଣା,୩୧।୭(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଭାରତ ପ୍ଲେସଠାରେ ଶୁକ୍ରବାର କଂଗ୍ରେସର ଏକ ନିର୍ବାଚନ ମଣ୍ଡଳୀ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସଦର…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri