ଜଙ୍ଗଲରେ ହାତୀର ମୃତଦେହ ଠାବ

କୁଚିଣ୍ଡା,୧୦ା୪(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ଡିଭିଜନ କୁଚିଣ୍ଡା ରେଞ୍ଜ ଅଧିନସ୍ଥ ଜରାବଗା ପଞ୍ଚାୟତ ବିଞ୍ଜିଖୋଲ ଗାଁ ନିକଟରେ ଏକ ହାତୀର ମୃତଦେହକୁ ବନବିଭାଗ ରବିବାର ଠାବ କରିଛି। ଗାଁ ଲୋକଙ୍କ କହିବା ଅନୁଯାୟୀ, ହାତୀଟି ୪/୫ ଦିନ ହେଲା ଅସୁସ୍ଥ ହୋଇ ବୁଲୁଥିଲା। ଏ ସମ୍ପର୍କରେ ବନ ବିଭାଗକୁ ମଧ୍ୟ ଖବର ଦେଇଥିଲେ। ହାତୀ ମୃତ୍ୟୁ ଖବର ପାଇ ରବିବାର କୁଚିଣ୍ଡା ରେଞ୍ଜର ଗଗନ ବିହାରୀ ମଲ୍ଲିକ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ମୃତହାତୀର ବ୍ୟବଚ୍ଛେଦ କରାଇଛନ୍ତି। ହାତୀର ଖାଦ୍ୟ ନଳୀରେ କୌଣସି କାରଣରୁ ଘା’ ହୋଇଥିବା ଓ ଏଥିଯୋଗୁ ସେ ଖାଇ ପିଇ ପାରି ନ ଥିବାରୁ ମୃତ୍ୟୁ ହୋଇଥିବା ରେଞ୍ଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri