Posted inଫୁରସତ

ନିଜେ ହିଁ ନିଜ ପାଇଁ ଯଥେଷ୍ଟ : ଜଙ୍ଗଲ ବାହାରକୁ ଯିବାପାଇଁ ଏମିତି ଦାନ୍ତର ସାହାଯ୍ୟ ନେଉଛି ହାତୀ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀକୁ ଦେଖିବାକୁ ମିଳୁଛି। ପରେ ହାତୀଟି ବନ୍ଧା ହୋଇଥିବା ତାରକୁ ଦାନ୍ତରେ ଛିଡାଇ ଯିବା ପାଇଁ ରାସ୍ତା କରୁଛି। ପରେ ସେ ସେହି ରାସ୍ତାରେ ଯିବା ପରେ ଅନ୍ୟ ଏକ ହାତୀ ମଧ୍ୟ ଯାଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

କୁକୁର-ବତକର ଅନାବିଳ ସ୍ନେହ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାରର ଭିଡିଓ ଭାଇରାଲ ହୋଇଥାଏ। ଏଥିମଧ୍ୟରୁ କିଛି ଭିଡିଓକୁ ଲୋକେ ବହୁମାତ୍ରାରେ ପସନ୍ଦ କରିଥାନ୍ତି। ବିଶେଷକରି ଗୃହପାଳିତ ପଶୁମାନଙ୍କର ସୁନ୍ଦର ଭିଡିଓକୁ...

ସଂଗ୍ରାହକ ସୌମ୍ୟରଞ୍ଜନ

ଆଜକୁ ପ୍ରାୟ ୧୨ବର୍ଷ ବିତିସାରିଲାଣି ସେ ବିଭିନ୍ନ ସ୍ଥାନରୁ ସଂଗ୍ରହକରି ଆଣିଥାନ୍ତି ନାନାପ୍ରକାରର ପୁରୁଣା ଟଙ୍କା ଓ ଅନ୍ୟାନ୍ୟ ପତ୍ରପତ୍ରିକା। ଏମିତି ନିଶା ତାଙ୍କୁ ଦେଇଛି...

ପାଣିକୁ ଏମିତି ଡେଇଁଲା ବାଘ, ଭୟରେ ଦୌଡ଼ିଲା କୁନି ଝିଅ; ଭିଡିଓ ଦେଖିଲେ…

ଅଧିକାଂଶ ସମୟରେ ସୋସିଆଲ ମିଡିଆରେ ବନ୍ୟଜନ୍ତୁମାନଙ୍କ ସହିତ ଜଡ଼ିତ ଅନେକ ଭିଡିଓ ଭାଇରାଲ ହୋଇଥାଏ। ବେଳେବେଳେ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଝଗଡ଼ା ହେଉ କି ଲୋକଙ୍କୁ ଶିକାର...

ପବିତ୍ର ସ୍ଥଳୀ ପର୍‌ଭଣୀ

ମହାରାଷ୍ଟ୍ରର ପର୍‌ଭଣୀ ଜିଲା ଅନ୍ତର୍ଗତ ଏକ ସହର ହେଉଛି ପର୍‌ଭଣୀ। ଏହା ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇଠାରୁ ପ୍ରାୟ ୪୯୧ କି.ମି. ଏବଂ ଔରଙ୍ଗାବାଦ୍‌ଠାରୁ ପ୍ରାୟ ୨୦୦...

କୋଭିଡ୍‌ ତରକାରିକୁ ମାସ୍କ ନାନ୍‌

ଯୋଧପୁର: ରାଜସ୍ଥାନର ଯୋଧପୁରରେ ଏବେ ଏକ ରେଷ୍ଟୁରାଣ୍ଟରେ ମିଳୁଛି କୋଭିଡ୍‌ ତରକାରି ଆଉ ନାନ୍‌ ମାସ୍କ। ରେଷ୍ଟୁରାଣ୍ଟର ମେନୁରେ ଏବେ ଏମିତି ସବୁ ଡିସ୍‌କୁ ନେଇ...

କେବଳ ସ୍ବାତୀ ନକ୍ଷତ୍ରରେ ପାଣି ପିଇଥାଏ ଏହି ପକ୍ଷୀ

ଭାରତୀୟ ମହିଳାମାନେ ସାଧାରଣତଃ ବ୍ରତ ଉପବାସ କରିଥାନ୍ତି। କିନ୍ତୁ ଗୋଟିଏ ପକ୍ଷୀ ନିର୍ଜଳା ବ୍ରତ କରୁଥିବା କେବେ ଶୁଣିଛନ୍ତି। ଅବିଶ୍ୱାସ ଲାଗୁଥିଲେ ବି ସତ। ଆସନ୍ତୁ...

ଗପିଲେ ମାଗଣାରେ ମିଳିବ ପିଜା

ଆଜିକାଲି ଦେଖିବାକୁ ମିଳୁଛି, ପିଲାଙ୍କଠୁ ବୃଦ୍ଧ ଏବେ ପ୍ରାୟତଃ ସମସ୍ତେ ମୋବାଇଲ୍‌ ନିଶାରେ ଏମିତି ପଡିଯାଇଛନ୍ତି ଯେ, ସେମାନଙ୍କ ପାଖେ ପରସ୍ପର ସହ ଭଲମନ୍ଦ କଥା...

ଫିଲ୍ମ ଷ୍ଟାଇଲ୍‌ରେ ମୋବାଇଲ୍‌ ଚୋରକୁ କାବୁ କଲେ ପୋଲିସ କର୍ମଚାରୀ, ଭିଡିଓ ଦେଖିଲେ…

ଚୋର ଧରିବା ପୋଲିସର କାମ। ହେଲେ ଅନେକ ସମୟରେ ଏପରି କିଛି ଘଟେ ଯାହା ଚର୍ଚ୍ଚାର ବିଷୟ ପାଲଟିଥାଏ। ମାଙ୍ଗାଲୁର ପୋଲିସର ସେଭଳି ଏକ ଭିଡିଓ...

Advertisement
Archives

Model This Week