ଘର ଭାଙ୍ଗିଲେ ହାତୀପଲ

ମୋରଡ଼ା,୨୮ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନ ମୋରଡ଼ା ବ୍ଲକର ମାଜଣା ଗ୍ରାମରେ ଗୁରୁବାର ଜଙ୍ଗଲୀ ହାତୀପଲ ପଶି ଦୁଇ ଜଣଙ୍କ ଘର ଭାଙ୍ଗିଥିବାର ଜଣାପଡ଼ିଛି।

ସୂଚନାନୁଯାୟୀ, ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଅଧୀନରେ ଥିବା ମୋରଡ଼ା ଓ ରାସଗୋବିନ୍ଦପୁର ବ୍ଲକ ଅଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବ ବୃଦ୍ଧି ପାଇଚାଲିଛି। କିନ୍ତୁ ହାତୀ ଉପଦ୍ରବରେ ରୋକ୍‌ ଲଗାଇବାରେ ବନବିଭାଗ ବିଫଳ ହୋଇଛି। ଯାହା ଫଳରେ ଧନଜୀବନ କ୍ଷତି ଘଟୁଛି।
ତେବେ ଆଜି ଭୋର ସମୟରେ ମାଜଣା ଗ୍ରାମର ଫାଗୁ କିସ୍କୁ ଓ କରନ ମାରାଣ୍ଡିଙ୍କ ଘରକୁ ହାତୀ ଭାଙ୍ଗି ଦେଇଥିବା ସହିତ ଘରେ ଥିବା ଆସବାବପତ୍ର ନଷ୍ଟ କରିଥିବା ଜଣାପଡ଼ିଛି। ତେବେ ହାତୀପଲ ଉପରେ ବନବିଭାଗ କଡ଼ା ନଜର ରଖିଥିବା ରେଞ୍ଜର ଘନଶ୍ୟାମ ସିଂ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍‌: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ା୯(ସୁନିତ୍‌ ମିଶ୍ର): ଦେଶର ସେମିକଣ୍ଡକ୍ଟର ମାନଚିତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ପ୍ରତିଷ୍ଠା ହାସଲ କରୁଛି। ନୂଆଦିଲ୍ଲୀଠାରେ ଆୟୋଜିତ ‘ସେମିକନ୍‌ ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

୧୦୦ ବର୍ଷ ପରେ ମିଳିଲା ନୂଆ ବିରାଡ଼ି ପ୍ରଜାତି

ନୂଆଦିଲ୍ଲୀ: ବିଜ୍ଞାନ ଜଗତରେ ଏକ ବଡ଼ ସଫଳତା ମିଳିଛି। ୧୦୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ପରେ ପୃଥିବୀରେ ଏକ ସମ୍ପୂର୍ଣ୍ଣ ନୂଆ ଜୀବନ୍ତ ବିରାଡ଼ି ପ୍ରଜାତିର ସନ୍ଧାନ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?