Advertisement

ଗାଁରେ ପଶି ଘର ଭାଙ୍ଗିଲେ ହାତୀପଲ

ଗୁଡ଼ଭେଲା,୮ା୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ଅଧୀନ ଜାମୁଟ, ରହେନମାଳ ଓ ତରଙ୍ଗମୁଣ୍ଡାରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ସକାଳେ ଏହିସବୁ ଗ୍ରାମର ଚାଷୀଙ୍କ ରାହାଡି, ଧାନ ଓ ପରିବାର ଫସଲକୁ ହାତୀପଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି। ଏଥିସହ ଜାମୁଟ ଗ୍ରାମର ଶ୍ୟାମ ଧରୁଆଙ୍କ ଘରକୁ ହାତୀପଲ ଭାଙ୍ଗି ଦେଇଥିବା ଜଣାପହିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ସିକେର ପାହାଡ ଜଙ୍ଗଲରେ ଏବେ ୧୦ଟି ହାତୀ ରହିଛନ୍ତି। ସେମାନଙ୍କୁ ଘଉଡାଇବାକୁ ଉଦ୍ୟମ କରାଯାଉଥିବା ଗୁଡ଼ଭେଲା ଜଙ୍ଗଲ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ...

୧୧ ଶ୍ରମିକ ଧରାପଡ଼ିି କ୍ୱାରାଣ୍ଟାଇନ୍‌ରେ ରହିଲେ

କେନ୍ଦୁଝର,୨୨ା୪(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ରାଜ୍ୟ ବର୍ଦ୍ଧମାନ ଜିଲାର ୧୧ଜଣ ଶ୍ରମିକ ଝୁମ୍ପୁରା ଅଞ୍ଚଳରେ ରହି ନିର୍ମାଣ କାର୍ଯ୍ୟ କରୁଥିଲେ। କରୋନା ପାଇଁ ଲକ୍‌ଡାଉନ୍‌ ହୋଇଯିବାରୁ ନିର୍ମାଣ କାର୍ଯ୍ୟ...

ମହିଳା ସରପଞ୍ଚଙ୍କୁ ଅସଦାଚରଣ, ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳା ସରପଞ୍ଚଙ୍କୁ ଅସଦାଚରଣ ଓ ଆକ୍ରମଣ ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ...

ବେଳାଭୂମି ସଫେଇ ସହ ସ୍ବଚ୍ଛତା ବାର୍ତ୍ତା ଦେଲେ ଆଇନଜୀବୀ

ପୁରୀ ଅଫିସ,୧୦ା୮: ପୁରୀ ଜିଲା ପ୍ରଶାସନ ପକ୍ଷରୁ ବେଳାଭୂମି ସ୍ବଚ୍ଛତା ପାଇଁ ଚାଲିଛି ‘ମୋ ବିଚ୍‌’ ଅଭିଯାନ। ଏଥିପ୍ରତି ଜନସାଧାରଣଙ୍କ ସମର୍ଥନ ବଢିବାରେ ଲାଗିଛି। ଶନିବାର...

କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ...

ଅନ୍ୟ ଜାତିରେ ବିବାହ କରିବାରୁ ବାସନ୍ଦ : ନ୍ୟାୟ ପାଇଁ ଜିଲାପାଳଙ୍କ ଦ୍ୱାରସ୍ଥ ପରିବାର

ଛତ୍ରପୁର,୬ା୬(ଡି.ଏନ୍‌.ଏ.): ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ ଜଣେ ଯୁବକ ଅନ୍ୟ ଜାତିରେ ବିବାହ କରିବାରୁ ତାଙ୍କ ପରିବାରକୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି...

ଏପ୍ରିଲ ୫ରୁ ଓଷ୍ଟା ପ୍ରି-ବୋର୍ଡ ପରୀକ୍ଷା: ୨୭ରେ ପ୍ରକାଶ ପାଇବ ଟେଷ୍ଟପେପର

କଟକ ଅଫିସ, ୨୫।୧: ଆସନ୍ତା ମେ’ ୩ରୁ ବୋର୍ଡ ପରୀକ୍ଷା ଆରମ୍ଭ ହେବ। କରୋନା ପାଇଁ ପ୍ରାୟ ୯ ମାସ ଧରି ବିଦ୍ୟାଳୟ ଯାଇ ନ...

ପିଇଓଙ୍କ କାର୍ଯ୍ୟକୁ ନେଇ ବୈଠକରେ ଅସନ୍ତୋଷ

ଚନ୍ଦାହାଣ୍ଡି, ୧୯।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଭାଗୃହରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ସାମାଜିକ ସହାୟତା, ପଞ୍ଚଦଶ ଅର୍ଥ ଆୟୋଗ, ଶିଶୁ ବିକାଶ ଓ ମମତା ଯୋଜନାରେ ସମ୍ପାଦିତ...

Advertisement
Archives

Model This Week