ଦନ୍ତାର ମୃତଦେହ ଠାବ: ମୃତ୍ୟୁର କାରଣ ଅସ୍ପଷ୍ଟ

ଦେବଗଡ଼,୧୨।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ରିଆମାଳ ବନାଞ୍ଚଳ ପଳସମା ସେକ୍ସନ କୋହ୍ଲବସା ପଞ୍ଚାୟତ ଅନ୍ତର୍ଗତ ଚିରଗୁଣିକୁଦର ଗ୍ରାମରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଚିରଗୁଣିକୁଦର ନୁଆଁକଟାଠାରେ ଶୁକ୍ରବାର ଏକ ଦନ୍ତାହାତୀ ମୃତ୍ୟୁ ଘଟିଥିବା ଜନସାଧାରଣ ଦେଖିଥଲେ। ସେମାନେ ବନବିଭାଗକୁ ଖବର ଦେଇଥିଲେ। ଖବରପାଇ ରେଞ୍ଜର ନିରଞ୍ଜନ ଧରୁଆ ପହଞ୍ଚି ତଦନ୍ତ କରିଥିଲେ। ପରେ ପରେ ଡିଏଫଓ ରଶ୍ମି ଜି, ଏସିଏଫ ସ୍ବାଧୀନତା ସାହାଣୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ସେହିପରି ବନବିଭାଗ ସହ ସାଇଣ୍ଟିଫିକ ଟିମ,ବିଦ୍ୟୁତ ବିଭାଗ ପହଞ୍ଚି ପରୀକ୍ଷାନିରୀକ୍ଷା କରୁଥବା ଜଣାପଡିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବ୍ୟବଚ୍ଛେଦ ଓ ସାଇଣ୍ଟିଫିକ ରିପୋର୍ଟ ଆସିବା ପରେ ଜଣାପଡିବ ବୋଲି ଡିଏଫଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

କ୍ରସ୍‌ ଭୋଟିଂ କରିଥିବା ବିଧାୟକଙ୍କୁ ବାସଭବନରେ ପୋଲିସ ସୁରକ୍ଷା

ଭୁବନେଶ୍ୱର, ୧୭।୩(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ କ୍ରସ୍‌ ଭୋଟିଂ କରିଛନ୍ତି ବୋଲି ଅଭିଯୋଗ ଆସିଥିବା ୧୧ ବିଧାୟକଙ୍କୁ ନେଇ ରାଜ୍ୟରେ ଚର୍ଚ୍ଚା ଜୋର୍‌ ଧରିଛି। କଂଗ୍ରେସର…

ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ: ନବଙ୍କୁ ନେଇ ବିଜେଡି-ଭାଜପା ବିଧାୟକ ଗୋଡ଼ାଗୋଡ଼ି

ଭୁବନେଶ୍ୱର,୧୭।୩(ରବିନାରାୟଣ ଜେନା): ରାଜ୍ୟ ସଭା ନିର୍ବାଚନର ଭୋଟ ଗ୍ରହଣ ବେଳେ ସୋମବାର ଅପରାହ୍ନରେ ବିଧାନସଭାରେ ଏକ ଅଭାବନୀୟ ଦୃଶ୍ୟ ପରିଲକ୍ଷିତ ହୋଇଛି। କେହି କିଛି ବୁଝିବା ପୂର୍ବରୁ…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ରାଜ୍ୟ ସଭା ଫଳାଫଳ ପରେ ନବୀନଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୭।୩ (ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନରେ ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର ଏବଂ ଶାସକ ଦଳ ସମର୍ଥିତ ସ୍ବାଧୀନ ପ୍ରାର୍ଥୀ…

ଟ୍ରମ୍ପ କଲେ ବଡ଼ ଦାବି, କହିଲେ ଏହିଦିନ ଶେଷ ହେବ ଇରାନ ସହ ଯୁଦ୍ଧ!

ଓ୍ବାଶିଂଟନ,୧୭।୩: ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ ଯେ ଇରାନ ସହିତ ଚାଲିଥିବା ସଂଘର୍ଷ ଖୁବ ଶୀଘ୍ର ଶେଷ ହେବ, କିନ୍ତୁ ସେ ସ୍ପଷ୍ଟ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri