ଗାନ୍ଧାରୀଭୂଇଁରେ ଚାରିଜଣଙ୍କ ଘର ଭାଙ୍ଗିଲେ ହାତୀପଲ

ରାଇକିଆ,୩୦।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜର ଇନ୍ଦ୍ରଗଡ ସେକ୍ସନରେ ହାତୀପଲଙ୍କ ଆକ୍ରମଣରେ ଚାରିଜଣଙ୍କ ଘରନଷ୍ଟ ହୋଇଛି । ମୂଜାଗଡ ରେଞ୍ଜରୁ କରଡ଼ା ରେଞ୍ଜରେ୨୬ ଗୋଟି ହାତୀ ଗତ କିଛି ଦିନ ହେଲା ଚଳପ୍ରଚଳ କରୁଛନ୍ତି । ମଙ୍ଗଳବାର ରାତିରେ ଉକ୍ତ ରେଞ୍ଜର  ଗାନ୍ଧାରୀ ଭୂଇଁ ଗ୍ରାମରେ ହାତୀପଲଙ୍କ ଉପଦ୍ରବ ଯୋଗୁଁ ଗ୍ରାମର ମଲ ନାୟକ, ଚକ୍ର ନାୟକ, ଖଦାଳ ନାୟକ, ମନୋଜ ମଲ୍ଲିକଙ୍କ ଘର ଭାଙ୍ଗିଛି । କ୍ଷତି ଗ୍ରସ୍ତ ପରିବାରଙ୍କୁ ତୁରନ୍ତ ସହାୟତା ଯୋଗାଇବା ପାଇଁ ଦାବି କରାଯାଇଥିବା ବେଳେ ଏହାକୁ ନେ଼ଇ ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri