ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀକୁ ଦେଖିବାକୁ ମିଳୁଛି। ପରେ ରାସ୍ତା କଡ଼ରେ ଏକ ଗାଡ଼ିରେ ଟଙ୍ଗା ହୋଇଥିବା ହେଲମେଟ୍କୁ ହାତୀଟି ଶୁଣ୍ଢ ସାହାଯ୍ୟରେ କାଢ଼ି ତାହାକୁ ଖାଇଦେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ରି ଟୁଇଟକରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।
Ohh no… pic.twitter.com/TpPB4NCRZd
— Susanta Nanda IFS (@susantananda3) June 11, 2021