ବଲାସିଙ୍ଗା ଗ୍ରାମରେ ହାତୀ: ଭୟରେ ଗ୍ରାମବାସୀ

ବୌଦ୍ଧ,୨ା୧୧(ଅଜିତ କୁମାର ବାରିକ): ବୌଦ୍ଧ ସହର ନିକଟସ୍ଥ ବଲାସିଙ୍ଗା ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ହାତୀ ଗ୍ରାମ ମଧ୍ୟକୁ ପଶି ଆସିଥିବା ଜଣାପଡିଛି । ମହାନଦୀ ପାର ହୋଇ ତିନି ଗୋଟି ହାତୀ ବୌଦ୍ଧ ଆଡକୁ ଚାଲି ଆସିଥିବା ବେଳେ ଗୋଟିଏ ହାତୀ ଦଳରୁ ଅଲଗା ହୋଇ ସନ୍ଧ୍ୟାରେ ଖୋର୍ଦ୍ଧା- ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥ ଦେଇ ଗ୍ରାମ ମଧ୍ୟକୁ ପଶିଯାଇଥିଲା । ଭୟରେ ଗ୍ରାମବାସୀ ତାଟି କବାଟ ବନ୍ଦ କରିବା ସହ ଘଉଡାଇବା ପାଇଁ ଉଦ୍ୟମ ଆରମ୍ଭ କରିଥିଲେ । ହାତୀଟି ଜାତୀୟ ରାଜପଥ ଉପରେ ବୁଲୁଥିବା ଯୋଗୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହିଛି । ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚତ୍ ହାତୀକୁ ଘଉଡାଇବା ପାଇଁ ଉଦ୍ୟମ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ପୁଣି ମହେନ୍ଦ୍ରଗିରିରେ ଦୁର୍ଘଟଣା: ମେଳାରୁ ଫେରୁଥିବା ଘାଟି ତଳକୁ ଖସିଲା ଅଟୋ : ୬ରୁ ଅଧିକ ଆହତ

ଗଜପତି, ୯।୬ (ଗିରିଧାରୀ ପରିଛା): ଗଜପତି ଜିଲାର ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ଅଞ୍ଚଳରେ ପୁଣି ଏକ ସଡ଼କ ଦୁର୍ଘଟଣା ଘଟିଛି। ଗତ ତିନି ଦିନ ମଧ୍ୟରେ ମହେନ୍ଦ୍ରଗିରି…

ଆକ୍ସନମୋଡ଼ରେ ଦାରିଙ୍ଗବାଡି ପୋଲିସ:  ୭ ଅଟୋ, ୫ ବାଇକ ଜବତ

ଦାରିଙ୍ଗବାଡି, ୯।୬ (ଅରୁଣ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ କରିବା ସହ ଦୁର୍ଘଟଣାରେ ପୀଡ଼ିତ ପରିବାରମାନେ ଯଥୋଚିତ ନ୍ୟାୟ ଏବଂ ବୀମା ରାଶି ପାଇପାରନ୍ତୁ, ସେଥିପାଇଁ ଦାରିଙ୍ଗବାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri