ପାଣ୍ଡିଆବିଲିରେ ହାତୀ, ଲୋକେ ଭୟଭୀତ

ଜଟଣୀ,୬ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି। ହାତୀ ହାବୁଡ଼ରେ ପଡି ଲୋକଙ୍କ କେତେବେଳେ ଜୀବନ ଗଲାଣି ତ କେତେବେଳେ ଆହତ ହେଉଛନ୍ତି। ହାତୀ-ମଣିଷ ଲଢ଼େଇରେ ହାତୀଙ୍କ ମଧ୍ୟ ମୃତ୍ୟୁ ଘଟୁଛି। ତେବେ ବୁଧବାର ରାତିରୁ ଜଟଣୀ ବ୍ଲକ ବେଣାପଞ୍ଜରୀ ପଞ୍ଚାୟତ ଅନ୍ତର୍ଗତ ପାଣ୍ଡିଆବିଲି ଗ୍ରାମ ନିକଟ ଆଶ୍ରମ ଆମ୍ବତୋଟାରେ ଏକ ହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଖବରପାଇ ଖୋର୍ଦ୍ଧା ବନବିଭାଗର ଏକ ଟିମ୍‌ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛନ୍ତି। କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ ଉକ୍ତ ହାତୀଟି ବାଟବଣା ହୋଇ ବରୁଣେଇ ଜଙ୍ଗଲରୁ ପଳାଇଆସିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

କୋରାପୁଟ/ନାରାୟଣପାଟଣା,୨୦ା୪(ଅମିତାଭ ବେହେରା/ରାଜକିଶୋର ଜେନା): କୋରାପୁଟ ଜିଲାର ବନ୍ଧୁଗାଁ ବ୍ଲକର ଡିମିଟିଗୁଡ଼ାରେ ଶନିବାର ଅପରାହ୍ନରେ ବଜ୍ରପାତ ଘଟି ଗ୍ରାମର ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ସୂତ୍ରରୁ ଜଣାଯାଇଛି।...

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri