ପାଣ୍ଡିଆବିଲିରେ ହାତୀ, ଲୋକେ ଭୟଭୀତ

ଜଟଣୀ,୬ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ସନ୍ଧ୍ୟା ହେଲେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି। ହାତୀ ହାବୁଡ଼ରେ ପଡି ଲୋକଙ୍କ କେତେବେଳେ ଜୀବନ ଗଲାଣି ତ କେତେବେଳେ ଆହତ ହେଉଛନ୍ତି। ହାତୀ-ମଣିଷ ଲଢ଼େଇରେ ହାତୀଙ୍କ ମଧ୍ୟ ମୃତ୍ୟୁ ଘଟୁଛି। ତେବେ ବୁଧବାର ରାତିରୁ ଜଟଣୀ ବ୍ଲକ ବେଣାପଞ୍ଜରୀ ପଞ୍ଚାୟତ ଅନ୍ତର୍ଗତ ପାଣ୍ଡିଆବିଲି ଗ୍ରାମ ନିକଟ ଆଶ୍ରମ ଆମ୍ବତୋଟାରେ ଏକ ହାତୀ ବୁଲୁଥିବା ଦେଖିବାକୁ ମିଳିଛି। ଫଳରେ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଖବରପାଇ ଖୋର୍ଦ୍ଧା ବନବିଭାଗର ଏକ ଟିମ୍‌ ପହଞ୍ଚି ହାତୀର ଗତିବିଧି ଉପରେ ନଜର ରଖିଛନ୍ତି। କୌଣସି କ୍ଷୟକ୍ଷତି ହୋଇ ନ ଥିବା ବେଳେ ଉକ୍ତ ହାତୀଟି ବାଟବଣା ହୋଇ ବରୁଣେଇ ଜଙ୍ଗଲରୁ ପଳାଇଆସିଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ ଅର୍ଥ ହେରଫେର ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ଉପଜିଲାପାଳ

ତାଳଚେର,୧୮ା୮(ନି.ପ୍ର.)  ତାଳଚେର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ କଣ୍ଟିଜେନ୍ସି ବାବଦ ଅର୍ଥ ହେରଫେର ଘଟଣାର ତଦନ୍ତ କରବିାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କଣ୍ଟିଜେନ୍ସି ଅର୍ଥ ହଡପ, ଇସିସିଇ...

ବଲାଙ୍ଗୀରରେ ବିଶ୍ୱ ପରିବେଶ ଦିବସ ପାଳନ; ଗଛ ଲଗାଇ ଜୀବନ ବଞ୍ଚାଇବାକୁ ଜିଲାପାଳ ଦେଲେ ଆହ୍ବାନ

ବଲାଙ୍ଗୀର ଅଫିସ,୫।୬: କରଙ୍ଗାକଟା ବଞ୍ଚାଓ ଅଭିଯାନ ପକ୍ଷରୁ ବୁଧବାର ସ୍ଥାନୀୟ ଗାନ୍ଧୀ ଭବନରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଏଥିରେ ଜିଲାପାଳ ଅରିନ୍ଦମ ଡାକୁଆ...

ତୈଳ ଦରବୃଦ୍ଧି ପ୍ରତିବାଦ: ୧୬ନଂ ଜାତୀୟ ରାଜପଥ ଅବରୋଧ

ଖୋର୍ଦ୍ଧା ଅଫିସ,୧୫।୭: ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ଓଡିଶାରେ ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ...

କରୋନା ଆକ୍ରାନ୍ତଙ୍କ ପତ୍ତା ମିଳୁନି

କଟକ ଅଫିସ,୧୮ା୧୦: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ବାରଦା ଗ୍ରାମର ଜଣେ ୭୨ ବର୍ଷୀୟ ବ୍ୟକ୍ତି ଜିଲା ମୁଖ୍ୟ ଚିକିତ୍ସାଳୟରେ ଗତ ୨୯ ତାରିଖରେ...

ଖେଳୁଥିବାବେଳେ ସଂଜ୍ଞାହୀନ ହେଲେ ୪ ଛାତ୍ରୀ : ଡାକ୍ତରଖାନା ନ ନେଇ ପାଣିଛାଟି ଘରକୁ ପଠାଇଲେ ବିଦ୍ୟାଳୟ କର୍ତ୍ତୃପକ୍ଷ

ଉଦଳା,୧।୧୨(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ଉଦଳା ଏନଏସିରେ ଥିବା ମେଣ୍ଢାଖାଇ ୟୁଜିଏମଇ ସ୍କୁଲରେ ଶନିବାର ଖେଳୁଥିବା ବେଳେ ୭ରୁ ୯ ବର୍ଷ ବୟସର ୪ ଜଣ ଛାତ୍ରୀ ହଠାତ୍‌...

‘ବନ୍ଦେ ଉତ୍କଳ ଜନନୀ’ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବାକୁ ଆହ୍ବାନ

ବାଲେଶ୍ୱର ଅଫିସ, ୩୦।୫- କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ଓ କରୋନା ବିରୋଧରେ ସଂଗ୍ରାମ ଉଦ୍ଦେଶ୍ୟରେ ୩୦ ତାରିଖ ସନ୍ଧ୍ୟାରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ...

ଯୁକ୍ତ୨ ନାମଲେଖା ପାଇଁ ଆଜି ପ୍ରକାଶ ପାଇବ ମେରିଟ୍‌ ଲିଷ୍ଟ

କଟକ ଅଫିସ,୧୭।୮: ଯୁକ୍ତ୨ ନାମଲେଖା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ...

୧୯୯୯ ମହାବାତ୍ୟାକୁ ପୂରିଲା ୨୧ ବର୍ଷ: ୩୧ ପରିଜନଙ୍କୁ ହରାଇଛନ୍ତି ଜୋଛନା

ଏରସମା,୨୯।୧୦(ସ୍ବ.ପ୍ର.): ଦହିବର ଗ୍ରାମର ୫୮୭ ଲୋକଙ୍କ ମୃତ୍ୟୁ ହୋଇଥିଲା ମହାବାତ୍ୟାର କରାଳ ରୂପକୁ ଯିଏ ଅଙ୍ଗେ ନିଭାଇଛି ସେ କାଳରାତ୍ରିର ଅନୁଭୂତିକୁ ଅନୁଭବ କରିଛି। ଏବେ...

Advertisement
Archives

Model This Week