୫ଟି ସ୍ଥାନରେ ବାଜିଛି ଗୁଳି, ଦୁଇଦିନ ହେଲା ଖାଉନି ହାତୀ

ନରସିଂହପୁର,୨୯।୭(ସ୍ବ.ପ୍ର.): କଟକ ଜିଲା ନରସିଂହପୁର ପଶ୍ଚିମ ରେଞ୍ଜ ବାରସିଙ୍ଗା ଜଙ୍ଗଲରେ ଗୁଳିବିଦ୍ଧ ଦନ୍ତାହାତୀ ଶୁକ୍ରବାର ଗୁରୁତର ହୋଇପଡିଛି। ଦୁଇଦିନ ହେଲା ହାତୀ ଖାଦ୍ୟ ଗ୍ରହଣ କରୁନାହିଁ। ଫଳରେ ବନ କର୍ମଚାରୀ ଚିନ୍ତାରେ ପଡିଛନ୍ତି।
ମିଳିଥିବା ସୂଚନା ମୁତାବକ, ଛଅ ଦିନ ତଳେ ଏକ ଦନ୍ତା ହାତୀ ଶିକାରୀଙ୍କ ଗୁଳିରେ ଆହତ ହୋଇ ସ୍ଥାନୀୟ ଅଞ୍ଚଳରେ ବୁଲୁଥିବା ଦେଖିବାକୁ ମିଳିଥିଲା। ପରେ ବନ ବିଭାଗ ହାତୀକୁ ଚିକିତ୍ସା ପାଇଁ ଉଦ୍ୟମ ଆରମ୍ଭ କରିଥିଲା। ଗୁରୁବାର ହାତୀଟିକୁ ଟ୍ରାଙ୍କୁଳାଇଜ କରାଯାଇ ଚିକିତ୍ସା ଆରମ୍ଭ ହୋଇଛି। ତେବେ ହାତୀର ୫ଟି ସ୍ଥାନରେ ଗୁଳିବାଜି କ୍ଷତହୋଇ ସଂକ୍ରମିତ ହୋଇଥିବା ଜଣାପଡିଛି। ଅନ୍ୟପକ୍ଷେ ହାତୀଟି ଅସୁସ୍ଥ ହୋଇପଡିଥିବା ବେଳେ ଗୋଟିଏ କଡରେ ପଡିରହିଛି । ଏପରି କି ହାତୀଟି କୌଣସି ତରଳ କିମ୍ବା କଠିନ ଖାଦ୍ୟ ଖାଇପାରୁ ନ ଥିବା ରେଞ୍ଜର ପ୍ରଫୁଲ କୁମାର ଦେହୁରୀ ସୂଚନା ଦେଇଛନ୍ତି। ସାତକୋଶିଆ ବନ୍ୟପ୍ରାଣୀ ବିଶେଷଜ୍ଞ ଟିମ୍‌ ଏବଂ ନରସିଂହପୁର ପ୍ରାଣୀ ଚିକିତ୍ସକଙ୍କ ମିଳିତ ସହାୟତାରେ ହାତୀର ଚିକିତ୍ସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri