ନୂଆ ଜଗନ୍ନାଥ ସଡ଼କରେ ହାତୀ, ଲୋକେ ଆତଙ୍କିତ

ନିରାକାରପୁର,୧୦ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅନ୍ତର୍ଗତ ନିରାକାରପୁର ଓ ରାମେଶ୍ୱର ପଞ୍ଚାୟତ ଅଞ୍ଚଳରେ ଗତ ୩ରୁ ୪ଦିନ ଧରି ହାତୀ ଉପଦ୍ରବ ଲାଗି ରହିଛି। ବନ ବିଭାଗ ପକ୍ଷରୁ ଘଉଡ଼ାଇବା ଲାଗି ଚେଷ୍ଟା ସତେ ଏହି ହାତୀପଲ ଅଞ୍ଚଳ ଛାଡ଼ି ଯାଉନାହାନ୍ତି। ବୁଧବାର ଦିନତମାମ ଏହି ହାତୀପଲ ସ୍ଥାନୀୟ ରାମେଶ୍ୱର ଜଙ୍ଗଲରେ ରହିଥିଲେ। ସଞ୍ଜ ନଇଁବା ପରେ ଗାଁ ମୁହାଁ ହୋଇଛନ୍ତି। ହାତୀପଲ ରାମେଶ୍ୱର ଖେଳପଡ଼ିଆ ସନ୍ନିକଟ ନୂଆ ଜଗନ୍ନାଥ ସଡ଼କରେ ଅତିକ୍ରମ କରିଥିଲେ। ରାସ୍ତାରେ ଏହି ହାତୀପଲକୁ ଦେଖି ଲୋକମାନେ ପ୍ରାଣ ବିକଳରେ ଦୌଡ଼ିଲେ। କିଛି ସମୟ ଧରି ଉଭୟ ପାର୍ଶ୍ୱରେ ଗମନାଗମନ ବାଧାପ୍ରାପ୍ତ ହୋଇଥିଲା। ଅଦ୍ୟାବଧି ସ୍ଥାନୀୟ ଅଞ୍ଚଳରେ ୨୩ଟି ହାତୀ ଥିବା ଜଣାଯାଇଛି। ବିଭାଗ ପକ୍ଷରୁ ୩ଟି ଟିମ୍‌ ଉପସ୍ଥିତ ରହି ସେମାନଙ୍କ ଗତିବିଧି ଲକ୍ଷ୍ୟ କରାଯାଉଥିବା ଭୂଷଣ୍ଡପୁର ବନପାଳ ପ୍ରଶାନ୍ତ କୁମାର ଦାଶ ଜଣାଇଛନ୍ତି। ତଥାପି ହାତୀପଲ ଅଞ୍ଚଳରେ ଥିବା ଜାଣି ଲୋକେ ଆତଙ୍କିତ ଅବସ୍ଥାରେ ଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କଳାହାଣ୍ଡିରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ଏମ୍‌ପି-ବିଧାୟକଙ୍କ ପାଇଁ କଲେ ଭୋଟ୍‌ ନିବେଦନ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ନିର୍ବାଚନ ମଣ୍ଡଳୀର ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଉଦେଶୃଙ୍ଗଠାରେ ବୁଧବାର ଭାଜପାର ପରିବର୍ତ୍ତନ ସଭା ଓ ମିଶ୍ରଣ ପର୍ବ...

କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ ପଡି ବୃଦ୍ଧା ମୃତ

କୋରାପୁଟ,୧ା୫: (ଅମିତାଭ ବେହେରା ) ବୁଧବାର କୋରାପୁଟ ସହରର ହାଟ ପଦା ଅଂଚଳରେ ଏକ ଅଭାବନୀୟ ଘଟଣା ଘଟିଛି। କୂଅରୁ ପାଣି କାଢ଼ୁଥିବା ବେଳେ କୂଅରେ...

ପୋର୍ଟ ଭିତରୁ କୋଇଲା ଚାଲାଣ ଘଟଣା: ୫ ଜଣଙ୍କୁ ଗିରଫ କଲା ପୋଲିସ

ପାରାଦୀପ,୧ା୫(ଶରତ ରାଉତ): ପାରାଦୀପ ଆଦର୍ଶଥାନା ପୋଲିସ ୩ ଦିନର ତଦନ୍ତ ପରେ ବୁଧବାର ଚୋରା କୋଇଲା ଟ୍ରକ୍‌ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ନେଇଛି। କେସ୍‌ ନଂ ୧୨୨/୨୪ରେ...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଦଳିତ ପରିବାରରେ କେନ୍ଦ୍ର ମନ୍ତ୍ରୀଙ୍କ ଭୋଜନ

ଭବାନୀପାଟଣା,୧।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ଉଦେଶୃଙ୍ଗ ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବରେ କେନ୍ଦ୍ର ମନ୍ତ୍ରୀ ଭୁପେନ୍ଦ୍ର ସିଂହ ଯାଦବ...

ଭାଜପାରେ ଯୋଗଦେଲେ ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ

ସମ୍ବଲପୁର,୧ା୫: ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ କଂଗ୍ରେସ ଲୋକ ସଭା ପ୍ରାର୍ଥୀ ଦୁଲାଲ ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ‌ଙ୍କ ଉପସ୍ଥିତିରେ ଜିଲା ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri