ପାଣି ପାଇଁ ରାଜପଥରେ ହାତୀପଲ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୪(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ ଜାତୀୟ ରାଜପଥ କଡ଼ରେ ହାତୀପଲ ଦେଖିବାକୁ ମିଳିଛି ା ଏହାକୁ ନେଇ ରାଜପଥରେ ଯାତାୟାତ କରୁଥିବା ଯାତ୍ରୀମାନେ ଭୟଭୀତ ହୋଇପଡ଼ିଛନ୍ତି ା

ପ୍ରକାଶଯେ, ଦାରିଙ୍ଗବାଡ଼ି ଠାରୁ ପ୍ରାୟ ୧୦ କି.ମି. ଦୂର ପରେ ଗଞ୍ଜାମ ସୀମା ରହିଛି। ଏହି ସୀମା ଆରମ୍ଭରୁ ଗାଜଲବାଡ଼ି ଘାଟି ପ୍ରାୟ ୧୫ କି.ମି ଦୂରତା ଘଞ୍ଚ ଜଙ୍ଗଲ ମଧ୍ୟରେ ଚଳିତ ଗ୍ରୀଷ୍ମରେ ଜଙ୍ଗଲରେ ନିଆଁ ଲାଗିଥିଲା। ଫଳରେ ଜଙ୍ଗଲ ଭିତରେ ରହିଥିବା ହାତୀପଲ ଏବେ ରାଜପଥମୁହାଁ ହେବା ସହ ଘାଟି ରାସ୍ତାର କଡ଼ରେ ଯାଇଥିବା ନାଳକୁ ପାଣି ପାଇଁ ହାତୀପଲ ଆସିଥିବା ଜଣାପଡ଼ିଛି ା ପ୍ରାୟ ୧୨ରୁ ୧୫ଟି ହାତୀ ଏକାଠି ବୁଲୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖମନଖୋଲରେ ମାଓବାଦୀ ପୋଷ୍ଟର

ବାଲିଗୁଡ଼ା,୧୯।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଖମନଖୋଲ ଛକରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ଏଥିରେ ଉଲ୍ଲେଖ ଅଛି, ଗ୍ରାମବାସୀ ଭାଇମାନେ ଜାଣନ୍ତୁ, ପୋଲିସମାନେ...

ଫେବୃୟାରୀ ୨୧ରେ କପିଳାସ ଜାଗରଯାତ୍ରା

ଢେଙ୍କାନାଳ ଅଫିସ, ୨୧।୧ କପିଳାସ କ୍ଷେତ୍ରାଧିପତି ମହାପ୍ରଭୁ ଶ୍ରୀ ଚନ୍ଦ୍ରଶେଖର ଜୀଉଙ୍କ ପ୍ରସିଦ୍ଧ ଜାଗରଯାତ୍ରା ଫେବୃୟାରୀ ୨୧ରେ ଅନୁଷ୍ଠିତ ହେବ। ଏହାକୁ ଶୃଙ୍ଖଳିତ କରିବାକୁ ସୋମବାର...

ଅନ୍ୟ ଆକାଉଣ୍ଟରେ ଜମା ହୋଇଛି ହିତାଧିକାରୀଙ୍କ ଆବାସ ଟଙ୍କା

ନବରଙ୍ଗପୁର,୧୮।୧୧(ବି.ପ୍ର.): ନବରଙ୍ଗପୁର ପୌରାଞ୍ଚଳରେ ଧନୀକ ଶ୍ରେଣୀର ଲୋକଙ୍କୁ ମିଳୁଛି ଆବାସ। ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ଟଙ୍କା ପାଇବାବେଳେ ପ୍ରଥମ କିସ୍ତି ଅନ୍ୟ ଆକାଉଣ୍ଟକୁ ଚାଲି...

ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା

ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା...

ପୁଅଙ୍କ ମାଡ଼ରେ ବାପାଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଥାନା ଅଧୀନ ଫୁଲଝର ଗାଁରେ ଜଣେ ପୁଅଙ୍କ ମାଡ଼ରେ ବାପାଙ୍କର ମୃତ୍ୟୁ ହୋଇଥିବା ଘଟଣା ସ୍ଥାନୀୟ...

ପ୍ରଚାର ମଇଦାନରେ ବିଜେଡି ପ୍ରାର୍ଥୀ, ମଙ୍ଗ ଧରିଛନ୍ତି ବିଧାୟକ

କୋକସରା,୨।୨(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଦଳୀୟ ପ୍ରଚାରରେ ଉଠୁଛି ପଡୁଛି ଗାଁ ଦାଣ୍ଡ । ପ୍ରାର୍ଥୀମାନେ ନିର୍ବାଚନ ମଇଦାନକୁ ବାହାରି ଭୋଟରଙ୍କ ନିକଟରେ ନିଜ ସପକ୍ଷରେ...

ସରିଲା ଜୁନାଗଡ଼ କଳାହାଣ୍ଡି ଉତ୍ସବ: ଅସୀମାଙ୍କ ଗୀତରେ ଝୁମିଲେ ଦର୍ଶକ

ଭବାନୀପାଟଣା,୧୦।୧(ସ୍ବ.ପ୍ର): କଳାହାଣ୍ଡି ଜିଲା ଜୁନାଗଡ଼ ହାଇସ୍କୁଲ ପଡ଼ିଆରେ ୩ ଦିନ ଧରି ଚାଲିଥିବା ବ୍ଲକ ଏବଂ ଏନ୍‌ଏସିସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍‌ଯାପିତ ହୋଇଯାଇଛି। ଜୁନାଗଡ଼...

ଜଙ୍ଗଲରେ ନର୍ସିଂ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା:ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଜୁନାଗଡ,୨୫-୯(ଡି.ଏନ.ଏ.):କଳାହାଣ୍ଡି ଜିଲାରେ ଜଣେ ନର୍ସିଂ ଛାତ୍ରୀଙ୍କୁ ଜଙ୍ଗଲକୁ ନେଇ ଗଣବଳାକତ୍ାର କରାଯିବା ଓ ଏହାର ଭିଡିଓ ଭାଇରାଲ କରାଯାଇଥିବା ନେଇ ଗତ ରବିବାର ବିଳମ୍ବିତ ରାତିରେ...

Advertisement
Archives

Model This Week