ହସ୍ପିଟାଲ ରାସ୍ତାରେ ହାତୀ

ରାଇବଣିଆ, ୬ା୧: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନ ଖୁଆଡ଼ ହସ୍‌ପିଟାଲ ନିକଟରେ ମଙ୍ଗଳବାର ଏକ ଦନ୍ତାହାତୀ ରାସ୍ତାରେ ବୁଲୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଅଞ୍ଚଳବାସୀ ହାତୀକୁ ଦେଖି ଭୟଭୀତ ହୋଇପଡିଥିଲେ। ହାତୀଟି କାହାର କିଛି କ୍ଷତି କରୁ ନ ଥିବା ବେଳେ କୁଶଗଡ଼ ରାସ୍ତା ଦେଇ ଜଙ୍ଗଲମୁହଁା ହୋଇଛି। ଜଳେଶ୍ୱର ରେଞ୍ଜର ସରୋଜ ମହାନ୍ତିଙ୍କ ନିର୍ଦ୍ଦେଶରେ ରାଇବଣିଆ ଫରେଷ୍ଟର ସୌମ୍ୟରଞ୍ଜନ ମାଝିଙ୍କ ସହିତ ବନକର୍ମଚାରୀମାନେ ହାତୀକୁ ପଶ୍ଚିମବଙ୍ଗକୁ ଘଉଡ଼ାଇବା ଲାଗି ପ୍ରୟାସ ଜାରି ରଖିଛନ୍ତି। ଉଲ୍ଲେଖଯୋଗ୍ୟ, ରାଇବଣିଆ ଅଞ୍ଚଳରେ ହାତୀମାନେ ବାରମ୍ବାର ଆସି ଫସଲ ନଷ୍ଟ କରିବା ସହିତ ଘର ଦ୍ୱାର ଭାଙ୍ଗୁଥିବାରୁ ଏହାର ପ୍ରତିକାର ଲାଗି ସାଧାରଣରେ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ନାଲ୍‌କୋ କର୍ମଚାରୀ ଗୁରୁତର

ବଅଁରପାଳ,୧୩।୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସେଲ୍‌ଟର ପ୍ଲାଣ୍ଟ ପରିସର ପଟଲାଇନ କ୍ୟାଣ୍ଟିନ୍‌ ସମ୍ମୁଖରେ ଶନିବାର ମଧ୍ୟାହ୍ନରେ ଏକ ମେଟାଲ୍‌ ବୋଝେଇ ଟ୍ରେଲର (ଏମ୍‌ଟିଟି) ଧକ୍କାରେ ଜଣେ...

ନୟାଗଡ଼ର ଭାପୁରରେ କରୋନା ସନ୍ଦିଗ୍ଧ: ଆକ୍ରାନ୍ତ ରୋଗୀଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର

ନୟାଗଡ ଅଫିସ/ଭାପୁର,୧୩।୩(ଡି.ଏନ୍‌.ଏ.): ନୟାଗଡ ଜିଲା ଭାପୁର ବ୍ଲକରେ ଜଣେ ଅସୁସ୍ଥ ବ୍ୟକ୍ତିଙ୍କୁ କରୋନା ହୋଇଥିବା ସନ୍ଦେହ କରାଯାଉଛି । ଗୁରୁବାର ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ...

ସୂର୍ଯ୍ୟମନ୍ଦିର ବୁଲି ଦେଖିଲେ ୫୦ଟୁର୍‌ ଅପରେଟର

କୋଣାର୍କ,୧୬।୧୦(ଡି.ଏନ.ଏ.):ଭାରତର ବିଭିନ୍ନ ରାଜ୍ୟରୁ ଆସିଥିବା ୫୦ଜଣ ଟୁର୍‌ ଅପରେଟର ମଙ୍ଗଳବାର ପୂର୍ବାହ୍ନରେ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି। ସେମାନେ ମନ୍ଦିର ସମ୍ମୁଖରେ ପହଞ୍ଚତ୍ବା ପରେ...

ଛାତ୍ରୀଛାତ୍ରଙ୍କ ଉପରୁ କମିବ ଚାପ

ଅନୁଗୋଳ ଅଫିସ, ୨୩।୧: ମହାମାରୀ କୋଭିଡ୍‌-୧୯ ବଦଳାଇ ଦେଇଛି ପଢ଼ା ସହ ପରୀକ୍ଷା ବ୍ୟବସ୍ଥା। ବିଶେଷକରି ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ କ୍ଷେତ୍ରରେ ନିଆଯାଇଛି ବହୁ ନୂଆ ପଦକ୍ଷେପ।...

ଶଟ୍‌ଡାଉନ୍‌ରେ ଚାଲିଥିବା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ବନ୍ଦ କଲେ ତହସିଲଦାର

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକଠାରୁ ସାନ ବଜାର ଯାଏ ଉନ୍ନତିକରଣ ପାଇଁ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ରହିଛି। ବର୍ତ୍ତମାନ କରୋନା ପାଇଁ...

ପ୍ରଜ୍ଞାଙ୍କ ହାତରେ ଜୀବନ୍ତ ମୃଣ୍ମୟ ମୂର୍ତ୍ତି

ଖୁଣ୍ଟା,୨୮ା୮(ଡି.ଏନ୍‌.ଏ.)- ନାରୀ ଟିଏ କଅଁଳ ଶିଶୁକୁ ଲାଳନପାଳନ କରି ମଣିଷ ପରି ଗଢି ତୋଳିବାରେ ଯେପରି ପାରଙ୍ଗମ, ସେହି ନାରୀ ପୁଣି କଞ୍ଚା କାଦୁଅକୁ ନିଜ...

ଠାକୁରମୁଣ୍ଡା ବ୍ଲକରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ, ତୀର୍ଥ ଭ୍ରମଣରେ ଯାଇ ଫେରିଥିଲେ ବୃଦ୍ଧ

ଠାକୁରମୁଣ୍ଡା, ୨୧।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜିଲାରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା...

ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଯୋଗାଣ ନିରୀକ୍ଷକ

ଜଟଣୀ,୭।୨(ଡି.ଏନ.ଏ.): ଖୋର୍ଦ୍ଧା ବ୍ଲକର ମହିଳା ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିଆରୀ ୨୦ ହଜାର ଟଙ୍କା ଲାଞ୍ଚ ଡିଲରମାନଙ୍କଠାରୁ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଗୁରୁବାର ଧରା...

Advertisement
Archives

Model This Week