ଗାଁ ରାସ୍ତାରେ ହାତୀ, ଲୋକେ ଭୟଭୀତ

ନିରାକାରପୁର,୧୫ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଏହି ହାତୀପଲ ଖାଦ୍ୟ ସନ୍ଧାନରେ ଆସି ଗାଁ ମୁହାଁ ହୋଇ କେତେବେଳେ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷର ଜୀବନ ଯାଉଛି। ଏହି ହାତୀପଲ ଘଉଡ଼ାଇବାରେ ବନ ବିଭାଗ ବିଫଳ ରହିଥିବା ଦେଖିବାକୁ ମିଳିଛି। ଏଭଳି ଦୃଶ୍ୟ ଉକ୍ତ ବନାଞ୍ଚଳ ଅଧୀନରେ ଥିବା ଟାଙ୍କୋଳ ପଞ୍ଚାୟତରେ ବୁଧବାର ଦେଖିବାକୁ ମିଳିଛି।

ଆଜି ଅପରାହ୍ନରେ ଗୋଟେ ଦନ୍ତା ହାତୀ ଉକ୍ତ ଅଞ୍ଚଳ ରାସ୍ତା ଉପରେ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଲୋକେ ରୁଣ୍ଡ ହୋଇ ହୋ-ହଲ୍ଲା କରିବାରୁ ହାତୀଟି ସେଠାରେ ଥିବା ମା’ ତରଦେବୀଙ୍କ ମନ୍ଦିର ପଛପାଖରେ ରହିଯାଇଛି। ଯାହାଯୋଗୁ ଆଜି ଉକ୍ତ ଅଞ୍ଚଳରେ ଏକ ପ୍ରକାର ଭୟ ଓ ଆଶଙ୍କା ଲୋକମାନଙ୍କ ମଧ୍ୟରେ ଦେଖିବାକୁ ମିଳିଛି।

ଏନେଇ ଟାଙ୍ଗୀ ବନାଞ୍ଚଳ ଅଧିକାରୀ ଦେବାଶିଷ ଭୋଇଙ୍କୁ ପଚାରିବାରୁ ବର୍ତ୍ତମାନ ଟାଙ୍ଗୀ ୧୮ଟି ହାତୀ ଟାଙ୍ଗୀ ଅଞ୍ଚଳରେ ରହିଛନ୍ତି। ୧୭ଟି ନାଲସିଂହ ଅଞ୍ଚଳରେ ରହିଥିବା ବେଳେ ଟାଙ୍କୋଳରେ ଗୋଟିଏ ହାତୀ ରହିଛି ବୋଲି ସେ ସୂଚନା ଦେଇଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri