ନିୟମଗିରିକୁ ପୁଣି ଫେରିଲେ ହାତୀପଲ, କଦଳୀ ବଗିଚା ନଷ୍ଟ କରିବା ସହ…

କଲ୍ୟାଣସିଂହପୁର,୧୧ା୬(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳକୁ ପୁଣି ଫେରିଛନ୍ତି ହାତୀପଲ। କଲ୍ୟାଣସିଂହପୁର ବ୍ଲକ ପାର୍ସଲି ପଞ୍ଚାୟତର ଲମ୍ବା ନ୍‌ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ବୁଧବାର ବିଳମ୍ବିତ ରାତିରେ ୧୦ ଟିକିଆ ହାତୀପଲ ଲମ୍ବା ଗାଁକୁ ପ୍ରବେଶ କରି ନଳକୂପ ଭାଙ୍ଗିବା ସହ ପାଳୁ ହୁଇକାଙ୍କ କଦଳୀବଗିଚା ସମ୍ପୂର୍ଣ୍ଣ ଭାବେ ନଷ୍ଟ କରିଦେଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଭୟଭୀତ ଅବସ୍ଥାରେ ଅଛନ୍ତି ଗାଁ ଲୋକେ। ବନବିଭାଗ ପକ୍ଷରୁ କ୍ଷତିଗ୍ରସ୍ତ ପରିବାରଙ୍କୁ ସହାୟତା ଓ ହାତୀ ଘଉଡ଼ାଇବା ପାଇଁ ଦୃଢ଼ ପଦକ୍ଷେପ ନେବାକୁ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri