Posted inଫୁରସତ

ନୂଆ ହାତୀକୁ ଏମିତି ସ୍ବାଗତ ଜଣାଉଛନ୍ତି ହାତୀପଲ, ଭିଡିଓ ଦେଖିଲେ…

ପରସ୍ପର ପ୍ରତି ପ୍ରେମ ଏବଂ ଭାବନାକୁ ପ୍ରକାଶ କରିବାର ଉପାୟ ସମସ୍ତଙ୍କର ଭିନ୍ନଭିନ୍ନ ହୋଇଥାଏ। ଠିକ୍‌ ହାତୀମାନେ ମଧ୍ୟ ସେମାନଙ୍କ ଦଳରେ ନୂତନ ସଦସ୍ୟଙ୍କୁ ସ୍ବାଗତ କରିବା ପାଇଁ ଏକ ବିଶେଷ ଉପାୟ ଆପଣାଇଥାନ୍ତି।

ନିକଟରେ ସେଲ୍‌ଡ୍ରିକ୍‌ ଓ୍ବାଇଲ୍ଡ ଲାଇଫ୍‌ ଟ୍ରଷ୍ଟ ପକ୍ଷରୁ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରାଯାଇଛି। ଭିଡିଓରେ ଦର୍ଶାଯାଇଛି, ହାତୀମାନେ ଏକ ନୂତନ ସଦସ୍ୟଙ୍କୁ ପରିବାରକୁ ସ୍ବାଗତ କରୁଛନ୍ତି।

 

ଏହି ଭିଡିଓରେ କେରିଓ ନାମକ ଏକ ଛୋଟ ହାତୀ ନର୍ସରୀ ମଧ୍ୟକୁ ପ୍ରବେଶ କରୁଛି। ଏହି ସମୟରେ ସେଠାରେ ଥିବା ବଡ଼ବଡ଼ ହାତୀମାନେ ତାକୁ ସ୍ବାଗତ କରୁଛନ୍ତି। ଏଥିରେ କ୍ୟାପଶନ ଲେଖା ହୋଇଛି, ‘ଏମିତି ଆମେ ନୂତନ ଅତିଥିଙ୍କୁ ସ୍ବାଗତ ଜଣାଉଛୁ। ଛୋଟ ହାତୀଟିକୁ ଅନ୍ୟ ହାତୀମାନେ ଶୁଣ୍ଢ ସାହାଯ୍ୟରେ ଆଲିଙ୍ଗନ କରୁଥିବା ଭିଡିଓରେ ଦେଖିବାକୁ ମିଳିଛି।

ଭିଡିଓଟିକୁ ଲୋକେ ବହୁତ ପସନ୍ଦ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ଏହାକୁ ୪୦ ହଜାରରୁ ଅଧିକ ଲୋକ ଦେଖିସାରିଲେଣି। ସେହିପରି ୟୁଜରମାନେ ବେଶ୍‌ ମଜାଳିଆ କମେଣ୍ଟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ମୋତେ ବହୁତ ଭଲ ଲାଗେ ହାତୀମାନଙ୍କର ଭାବନା। ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ବହୁତ ସୁରକ୍ଷା ସହିତ ସ୍ବାଗତ। ଆଉ ଜଣେ ୟୁଜର ଲେଖିଛନ୍ତି, ବାଃ ବହୁତ ବଢ଼ିଆ। ସବୁଠୁ ସୁନ୍ଦର ଭିଡିଓ।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ-କରାଚି ରୁଟରେ ଭାରତୀୟ ଜାହାଜ ଉପରେ ଡ୍ରୋନ ଆକ୍ରମଣ; ଅଳ୍ପକେ ବର୍ତ୍ତିଲେ ୨୩ ଭାରତୀୟ ନାବିକ

ନୂଆଦିଲ୍ଲୀ,୪।୯: ସେପ୍ଟେମ୍ବର ୨, ୨୦୨୬ ରେ, ଭାରତୀୟ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଏବଂ ରୁଷିଆର ନୋଭୋରୋସିସ୍କରୁ କରାଚୀ ଯାଉଥିବା ମାଲବାହୀ ଜାହାଜ MV BARYON (IMO 9151412)…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଜମନକିରାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ୧୮୫ ପଦବୀରୁ ୮୯ ଖାଲି, ଡାକ୍ତର-କର୍ମଚାରୀ ଅଭାବରେ ରୋଗୀ ହନ୍ତସନ୍ତ

ଜମନକିରା,୪।୯:(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ଦାବି କରୁଥିବା ବେଳେ, ବାସ୍ତବ ଚିତ୍ର କିନ୍ତୁ…

ଜନ୍ମାଷ୍ଟମୀ ପରଦିନ ସୃଷ୍ଟି ହେବ ଦୁର୍ଲଭ ମହାଲକ୍ଷ୍ମୀ ରାଜଯୋଗ, କେବଳ ଏହି ୩ ରାଶି ଉପରେ ହେବ ଧନବର୍ଷା

ଜ୍ୟୋତିଷ ଶାସ୍ତ୍ରରେ ମହାଲକ୍ଷ୍ମୀ ରାଜଯୋଗକୁ ଅତ୍ୟନ୍ତ ଶୁଭ ଯୋଗ ବୋଲି ମନେ କରାଯାଏ । ଚନ୍ଦ୍ରମା ଓ ମଙ୍ଗଳ ଗ୍ରହ ଗୋଟିଏ ରାଶିରେ ଏକତ୍ର ହେଲେ ଏହି…

ରିଷିଡ଼ାରେ ଧୂମ୍‌ଧାମ୍‌ରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ସମଗ୍ର ବିଦ୍ୟାଳୟରେ ଆଧ୍ୟାତ୍ମିକ ପରିବେଶ

ରିଷିଡ଼ା,୪ା୯(ସୁଶାନ୍ତ ମଲ୍ଲିକ): ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ମାତୃରାମ ସୋହନ ଲାଲ ବିହାର ରିଷିଡ଼ା ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ମହାସମାରୋହରେ ପାଳିତ ହୋଇଯାଇଛି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବକୁ…

ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍

ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି…

୧୦ ଏକର ଜମିରେ ଗଞ୍ଜେଇ ଚାଷ :  ୧୨ ହଜାର ଗଛ ନଷ୍ଟ; ୩ ଗିରଫ

କୋରାପୁଟ, ୪/୯ (ଅମିତାଭ ବେହେରା): କୋରାପୁଟ ଜିଲାରେ ଅବୈଧ ନିଶାଦ୍ରବ୍ୟ ଚାଷ ବିରୋଧରେ ପୋଲିସର ଅଭିଯାନ ଜୋରଦାର ଚାଲିଛି। ସୂଚନା ଆଧାରରେ ପାଡ଼ୱା ଥାନା ପୋଲିସ ଡିସାରିଗୁଡ଼ା…

ଭଡ଼ା ଘରେ ଚାଲିଥିଲା ଗଞ୍ଜେଇ କାରବାର, ମାଡ଼ି ବସିଲା ପୁରୀ ପୋଲିସ

ପୁରୀ,୪।୯(ଅଜିତ୍‌ କୁମାର ମହାନ୍ତି ): ପୁରୀ ପୋଲିସକୁ ଏକ ବଡ଼ ଧରଣର ସଫଳତା ମିଳିଛି । ପୋଲିସ ଚଢାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri